Posted inଖେଳ

ପାକିସ୍ତାନ ହାରିଲା, ରମିଜ ରାଜାଙ୍କ ପଦ ଗଲା

ଇସଲାମାବାଦ୍‌,୨୧।୧୨: ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ରମିଜ ରାଜାଙ୍କୁ ବହିଷ୍କୃତ କରାଯାଇଛି। ନଜାମ ସେଠୀ ତାଙ୍କ ସ୍ଥାନ ନେବେ ବୋଲି ଜଣାପଡିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନଜାମ ସେଠୀଙ୍କ ନାମକୁ ଅନୁମୋଦନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ତିନିଟି ଟେଷ୍ଟ ମ୍ୟାଚ ସିରିଜ ପାକିସ୍ତାନ ହାରି ଯାଇଥିଲେ। ଏହା ପରେ ରମିଜ ରାଜାଙ୍କ ଚେୟାର ଯାଇପାରେ ବୋଲି ଆଲୋଚନା ହୋଇଥିଲା।
ଇଂଲଣ୍ଡ ସିରିଜ ସମୟରେ ପୂର୍ବତନ ବୋର୍ଡ ସଦସ୍ୟଙ୍କ ନେତୃତ୍ୱରେ ଏକ ଗୋଷ୍ଠୀ ରମିଜଙ୍କୁ ପିସିବି ଅଧ୍ୟକ୍ଷ ପଦରୁ ହଟାଇବା ପାଇଁ ଅଭିଯାନ ଆରମ୍ଭ କରିଥିଲେ। ଏହି ଗୋଷ୍ଠୀ ଦାବି କରିଛି ଯେ, ପରଦା ପଛରେ କିଛି ଖେଳ ଖେଳାଯାଉଛି। ଦେଶର ଆଇନ ମନ୍ତ୍ରଣାଳୟ ମଧ୍ୟ ପିସିବିରେ ପରିବର୍ତ୍ତନ ପାଇଁ ବୋର୍ଡର ଆବାହକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ନଜାମ ସେଠୀ ଜୁନ ୨୦୧୩ ରୁ ଜାନୁୟାରୀ ୨୦୧୪, ଫେବୃଆରୀ ୨୦୧୪ ରୁ ମେ ୨୦୧୪, ଅଗଷ୍ଟ ୨୦୧୭ ରୁ ଅଗଷ୍ଟ ୨୦୧୮ ପର୍ଯ୍ୟନ୍ତ ପିସିବି ଅଧ୍ୟକ୍ଷ ଥିଲେ। ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri