Posted inଖେଳ

ପାକିସ୍ତାନ ହାରିଲା, ରମିଜ ରାଜାଙ୍କ ପଦ ଗଲା

ଇସଲାମାବାଦ୍‌,୨୧।୧୨: ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ରମିଜ ରାଜାଙ୍କୁ ବହିଷ୍କୃତ କରାଯାଇଛି। ନଜାମ ସେଠୀ ତାଙ୍କ ସ୍ଥାନ ନେବେ ବୋଲି ଜଣାପଡିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନଜାମ ସେଠୀଙ୍କ ନାମକୁ ଅନୁମୋଦନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ତିନିଟି ଟେଷ୍ଟ ମ୍ୟାଚ ସିରିଜ ପାକିସ୍ତାନ ହାରି ଯାଇଥିଲେ। ଏହା ପରେ ରମିଜ ରାଜାଙ୍କ ଚେୟାର ଯାଇପାରେ ବୋଲି ଆଲୋଚନା ହୋଇଥିଲା।
ଇଂଲଣ୍ଡ ସିରିଜ ସମୟରେ ପୂର୍ବତନ ବୋର୍ଡ ସଦସ୍ୟଙ୍କ ନେତୃତ୍ୱରେ ଏକ ଗୋଷ୍ଠୀ ରମିଜଙ୍କୁ ପିସିବି ଅଧ୍ୟକ୍ଷ ପଦରୁ ହଟାଇବା ପାଇଁ ଅଭିଯାନ ଆରମ୍ଭ କରିଥିଲେ। ଏହି ଗୋଷ୍ଠୀ ଦାବି କରିଛି ଯେ, ପରଦା ପଛରେ କିଛି ଖେଳ ଖେଳାଯାଉଛି। ଦେଶର ଆଇନ ମନ୍ତ୍ରଣାଳୟ ମଧ୍ୟ ପିସିବିରେ ପରିବର୍ତ୍ତନ ପାଇଁ ବୋର୍ଡର ଆବାହକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ନଜାମ ସେଠୀ ଜୁନ ୨୦୧୩ ରୁ ଜାନୁୟାରୀ ୨୦୧୪, ଫେବୃଆରୀ ୨୦୧୪ ରୁ ମେ ୨୦୧୪, ଅଗଷ୍ଟ ୨୦୧୭ ରୁ ଅଗଷ୍ଟ ୨୦୧୮ ପର୍ଯ୍ୟନ୍ତ ପିସିବି ଅଧ୍ୟକ୍ଷ ଥିଲେ। ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ରିଷ୍ଟ ସ୍ପିନରଙ୍କ ଅନୁପସ୍ଥିତି ଚିନ୍ତାଜନକ: କାନେରିଆ

ନୂଆଦିଲ୍ଲୀ,୧୨।୫(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନ୍‌ଶିପ୍‌ (ଡବ୍ଲ୍ୟଟିସି) ଫାଇନାଲ୍ସ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ କୌଣସି ରିଷ୍ଟ ସ୍ପିନର ସ୍ଥାନ...

ଡୋପ୍‌ ଅପରାଧ: ଅଲିମ୍ପିକ ସ୍ବର୍ଣ୍ଣ ବିଜୟୀ ୮ବର୍ଷ ବାସନ୍ଦ

ଲାଉସାନେ, ୨୮ା୨ (ଏଏଫ୍‌ପି)-ଚାଇନାର ୩ଥର ଅଲିମ୍ପିକ ସୁଇମିଂ ସ୍ବର୍ଣ୍ଣ ପଦକ ବିଜୟୀ ସନ୍‌ ୟାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଡୋପିଂ ସାମ୍ପଲ ଦେବାକୁ ମନା...

ଅହମ୍ମଦାବାଦ ଫ୍ରାଞ୍ଚାଇଜର ନେତୃତ୍ୱ ନେବେ ହାର୍ଦ୍ଦିକ

ନୂଆଦିଲ୍ଲୀ,୨୧।୧: ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲରେ ନୂଆ ଭାବେ ସାମିଲ ହୋଇଥିବା ଅହମ୍ମଦାବାଦ ଦଳର ନେତୃତ୍ୱ ସମ୍ଭାଳିବେ। ଏ ନେଇ ଖୁବ୍‌ ଶୀଘ୍ର ଫ୍ରାଞ୍ଚାଇଜ ପକ୍ଷରୁ...

ଜୈବ-ସୁରକ୍ଷିତ ଟେଷ୍ଟ ସିରିଜ ପାଇଁ କାର୍ଯ୍ୟସୂଚୀ ଘୋଷଣା

ଲଣ୍ଡନ, ୩ |୬ (ପି.ଟି.)-ଜୁଲାଇରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁଥିବା ୩ ମ୍ୟାଚବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ପାଇଁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)...

ଆଇସିସି ଟି୨୦: କୋହଲି, ରୋହିତଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ଦୁବାଇ, ୨୫।୩(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ରୋହିତ ଶର୍ମାଙ୍କ ଉନ୍ନତି ହୋଇଛି।...

ଆମେରିକାରେ ଟ୍ରେନିଂ ନେବେ ରାଓ୍ବତ

ନୂଆଦିଲ୍ଲୀ, ୫ା୩ (ପି.ଟି.)-ଯୁକ୍ତରାଷ୍ଟ୍ର ଆମେରିକାରେ ୩ ମାସ ଟ୍ରେନିଂ ସହ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବେ ସନ୍ତରଣକାରୀ କୁଶାଗ୍ରା ରାଓ୍ବତ। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ)...

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ମହିଳା ହକି ଦଳ

ଟୋକିଓ,୨।୮: ଟୋକିଓ ଅଲିମ୍ପିକ୍ସରେ ଭାରତର ମହିଳା ଦଳ ହକି ଦଳ ଇତିହାସ ସୃଷ୍ଟି କରିଛି। ୩ଥର ଚାମ୍ପିଅନ୍‌ ଅଷ୍ଟ୍ରେଲିଆକୁ ୧-୦ରେ ପରାସ୍ତ କରି ମହିଳା ହକିରେ...

ସଚିନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ କୋହଲି

ତ୍ରିନିଦାଦ,୧୨।୮- ସ୍ଥାନୀୟ ପୋର୍ଟ ଅଫ୍‌ ସ୍ପେନଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ୧୨୫ ବଲରୁ ୧୨୦ ରନ୍‌ର ଇନିଂସ...

Advertisement
Archives

Model This Week