Posted inଖେଳ

ବ୍ୟବହାର ହେବନାହିଁ ଡିଆର୍‌ଏସ୍‌ ଟେକ୍‌ନୋଲୋଜି, ଜାଣନ୍ତୁ କ’ଣ ପାଇଁ…

ଲାହୋର,୨୭ା୫: ବାଂଲାଦେଶ ବିପକ୍ଷରେ ହେବାକୁ ଯାଉଥିବା ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌ରେ ଡିଆର୍‌ଏସ୍‌ ଟେକ୍‌ନୋଲୋଜି ବ୍ୟବହାର ନ କରିବାକୁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ନିଷ୍ପତ୍ତି ନେଇଛି। ବୁଧବାରଠାରୁ ଆରମ୍ଭ ହେଉଥିବା ସିରିଜ୍‌ରେ ପ୍ରଶଂସକ ଓ ପ୍ରାୟୋଜକଙ୍କ ମଧ୍ୟରେ ଇଚ୍ଛାର ଅଭାବ ଥିବାରୁ ଡିଆର୍‌ଏସ୍‌ ଟେକ୍‌ନୋଲୋଜି ବ୍ୟବହାର ନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ସିରିଜ୍‌ରେ ଡିଆର୍‌ଏସ୍‌ ଟେକ୍‌ନୋଲୋଜିର ବ୍ୟବହାର ବୋର୍ଡ କିମ୍ବା ପ୍ରସାରଣକାରୀ ସଂସ୍ଥା ଲାଗି ଲାଭଦାୟକ ହେବ ନାହିଁ ବୋଲି ସୂତ୍ରରୁ କୁହାଯାଇଛି। ବାଂଲାଦେଶ ତା’ର କିଛି ମୁଖ୍ୟ ଖେଳାଳିଙ୍କ ବିନା ପାକିସ୍ତାନ ଟୁର୍‌ କରିଛି। ଅଭିଜ୍ଞ ବାମହାତୀ ପେସର ମୁସ୍ତାଫିଜୁର ରହମାନ ବୁଢ଼ାଆଙ୍ଗୁଠି ଇଞ୍ଜୁରି କାରଣରୁ ଦଳରୁ ବାଦ୍‌ ପଡ଼ିଛନ୍ତି। ଅନ୍ୟ କିଛି ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ସୁରକ୍ଷାଜନିତ କାରଣରୁ ଏହି ଟୁର୍‌ରେ ଭାଗ ନ ନେବାକୁ ନିଷ୍ପତ୍ତି ନେଇଛନ୍ତି। ପିସିବି ଓ ପ୍ରସାରଣକାରୀ ସଂସ୍ଥା ପାକିସ୍ତାନ ସୁପ


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri