Posted inଖେଳ

ପୂରା ଯୋଜନାକୁ ନଷ୍ଟ କରିଦେଲେ ଜୟ ଶାହା, ଏସିସି ଅଧ୍ୟକ୍ଷଙ୍କ ଉପରେ ଏଭଳି ଅଭିଯୋଗ ଆଣିଲା ପିସିବି

ନୂଆଦିଲ୍ଲୀ,୨୨।୭: ୩୦ ଅଗଷ୍ଟରୁ ଆରମ୍ଭ ହେବାକୁ ଥିବା ଏସିଆ କପ କାର୍ଯ୍ୟସୂଚୀ ଘୋଷଣା ହୋଇସାରିଛି। ବର୍ତ୍ତମାନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବିସିସିଆଇ ସଚିବ ତଥା ଏସୀୟ କ୍ରିକେଟ ପରିଷଦ (ଏସିସି) ସଭାପତି ଜୟ ଶାହାଙ୍କ କାର୍ଯ୍ୟସୂଚୀ ଘୋଷଣା ତାଙ୍କ ସରକାରୀ କାର୍ଯ୍ୟକ୍ରମ ପୂର୍ବରୁ କରାଯାଇଥିବାରୁ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଏସିଆ କପ ୨୦୨୩ ର ଅଫିସିଆଲ କାର୍ଯ୍ୟସୂଚୀ ଏବଂ ଟ୍ରଫି ଉନ୍ମୋଚନ ବିଷୟରେ ପିସିବି ଲାହୋରରେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଏଥିରେ ପିସିବି ସଭାପତି ଜକା ଅଶ୍ରଫଙ୍କ ବ୍ୟତୀତ ପାକିସ୍ତାନର ବହୁ ପୂର୍ବତନ ଖେଳାଳି ମଧ୍ୟ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମର ପ୍ରାୟ ଅଧ ଘଣ୍ଟା ପୂର୍ବରୁ ଏସିସି ସଭାପତି ଜୟ ଶାହା ସୋସିଆଲ ମିଡିଆରେ ଟୁଇଟ୍‌ କରି ପୁରା କାର୍ଯ୍ୟକ୍ରମ ଘୋଷଣା କରିଥିଲେ।

ପିସିବି ପିଟିଆଇକୁ ଦେଇଥିବା ବିବୃତ୍ତିରେ କହିଛି ଯେ, ଲାହୋରରେ ଘୋଷଣା ହେବାକୁ ଥିବା ସରକାରୀ କାର୍ଯ୍ୟସୂଚୀ ବିଷୟରେ ପିସିବି ପୂର୍ବରୁ ଏସିସିକୁ ସୂଚନା ଦେଇଥିଲା। କିନ୍ତୁ ପାକିସ୍ତାନର ସମୟ ଅନୁଯାୟୀ କାର୍ଯ୍ୟସୂଚୀ ଘୋଷଣା ହେବାର ଅଧ ଘଣ୍ଟା ପୂର୍ବରୁ ଜୟ ଶାହା ଟୁଇଟ୍‌ କରି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ଏହି କାରଣରୁ, ପିସିବିର ସମ୍ପୂର୍ଣ୍ଣ ପ୍ରୋଗ୍ରାମର କୌଣସି ରହିଲାନାହିଁ। ଏ ସମ୍ପର୍କରେ ଆମେ ଏସିସି ଉପରେ ଅସନ୍ତୋଷ ବ୍ୟକ୍ତ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri