Posted inଖେଳ

ପିସିବିର ବଡ଼ କଟକଣା: ଡବ୍ଲ୍ୟୁସିଏଲ୍‌ରେ ଭାଗ ନେବେ ନାହିଁ ପାକିସ୍ତାନ ଖେଳାଳି

ଲାହୋର,୩ା୮: ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ (ଡବ୍ଲ୍ୟୁସିଏଲ୍‌)ର ପରବର୍ତ୍ତୀ ସଂସ୍କରଣରେ ପାକିସ୍ତାନ ଖେଳାଳିଙ୍କ ଭାଗନେବା ଉପରେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ରବିବାର କଟକଣା ଜାରି କରିଛି।

ଶନିବାର ଶେଷ ହୋଇଥିବା ଡବ୍ଲ୍ୟୁସିଏଲ୍‌ର ଦ୍ୱିତୀୟ ସଂସ୍କରଣରେ ପହଲଗାମ୍‌ ଆତଙ୍କବାଦ୍‌ ଆକ୍ରମଣ କାରଣରୁ ପାକିସ୍ତାନ ବିପକ୍ଷରେ ଉଭୟ ଗ୍ରୁପ୍‌ ପର୍ଯ୍ୟାୟ ଓ ସେମିଫାଇନାଲ ମ୍ୟାଚ୍‌ରେ ଭାରତୀୟ ଖେଳାଳି ଖେଳିବାକୁ ମନା କରିଥିଲେ। ଏଥିଯୋଗୁ ପିସିବି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଡବ୍ଲ୍ୟୁସିଏଲ୍‌ର ପରବର୍ତ୍ତୀ ସଂସ୍କରଣରେ ଭାଗ ନେବା ଉପରେ କଟକଣା ଜାରି କରାଯାଇଥିବା ନେଇ ପିସିବି ପକ୍ଷରୁ ବିବୃତିରେ କୁହାଯାଇଛି। ପିସିବି ମୁଖ୍ୟ ମହସିନ ନକ୍‌ଭିଙ୍କ ନେତୃତ୍ୱରେ ବସିଥିବା ଭର୍ଚୁଆଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମ୍ୟାଚ୍‌ରୁ ଓହରିବା ସତ୍ତ୍ୱେ ଭାରତକୁ ପଏଣ୍ଟ ଦେବା ଲାଗି ଡବ୍ଲ୍ୟୁସିଏଲ୍‌ର ନିଷ୍ପତ୍ତିକୁ ପିସିବି ପକ୍ଷରୁ ସମାଲୋଚନା କରାଯିବା ସହ ଏହାକୁ କପଟତା ଓ ପକ୍ଷପାତ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri