Posted inଖେଳ

PCBର ବଡ଼ ନିଷ୍ପତ୍ତି: PSLର ବାକି ମ୍ୟାଚ୍‌ ଦୁବାଇ ସ୍ଥାନାନ୍ତର

ଇସଲାମାବାଦ,୮।୫: ଭାରତ-ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏକ ବଡ଼ ନିଷ୍ପତ୍ତି ନେଇଛି। ପିଏସ୍‌ଏଲ ସିଜିନ ୧୦ର ବାକି ମ୍ୟାଚ୍‌ ଗୁଡ଼ିକ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଅନୁଷ୍ଠିତ ହେବ। ଦୁଇ ଦେଶ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ଗୁରୁବାର ରାତିରେ ଭାରତୀୟ ସେନା ଓ ବାୟୁସେନା ପକ୍ଷରୁ ପାକିସ୍ତାନ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭିନ୍ନ ସୂତ୍ରରୁ ମିଳିଥିବା ସୂଚନାନୁସାରେ ରାଜଧାନୀ ଇସ୍‌ଲାମାବାଦ ସମେତ ଲାହୋର, କରାଚୀ, ସିଆଲକୋଟ୍‌, ବାହଓ୍ବଲପୁର ଉପରେ ମିଳିତ ଅପରେଶନ୍‌ ହୋଇଥିବା ଜଣାପଡ଼ିଛି।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ୍‌ଙ୍କ ସରକାରୀ ବାସଭବନରୁ କିଛି ଦୂରରେ ବିସ୍ପୋରଣର ଶବ୍ଦ ଶୁଣିବାକୁ ମିଳିଛି। ପଞ୍ଜାବରେ ଏମର୍ଜେନ୍ସି ଜାରି ହୋଇଥିବା ବେଳେ ଅନେକ ପ୍ରଦେଶରେ କର୍ଫ୍ୟୁ ଲାଗୁ କରାଯାଇଛି। ଏଭଳି ସମୟରେ ୨୦୨୨ରେ ନୌସେନାର ଓ୍ବେଷ୍ଟର୍ନ ନାଭାଲ କମାଣ୍ଡ୍‌ ସାମିଲ ହୋଇଥିବା ଏୟାରକ୍ରାଫ୍ଟ କ୍ୟାରିୟର ବିକ୍ରାନ୍ତ କରାଚୀରେ ଆକ୍ରମଣ କରିବା ଯୁଦ୍ଧର ଭୟାବହତାକୁ ଦର୍ଶାଉଛି। ଅପରପକ୍ଷେ ବେଲୁଚ୍‌ ଲିବରେଶନ୍‌ ଆର୍ମି (ବିଏଲ୍‌ଏ) ପାକିସ୍ତାନୀ ସେନାକୁ ଆକ୍ରମଣ କରିଥିବା ଅନ୍ତର୍ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି।

ମଧ୍ୟରେ IPL ମ୍ୟାଚ ଅଧା ବାଟରେ ବାତିଲ କରାଯାଇଥିଲା, ଯାହା ଫଳରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଯୋଗୁଁ ସମଗ୍ର ଲିଗ ବାତିଲ ହେବାର ଆଶଙ୍କା ବୃଦ୍ଧି ପାଇଛି, ଯାହାର ପ୍ରଶାସକମାନେ ପରିବର୍ତ୍ତିତ ପରିସ୍ଥିତି ସମୀକ୍ଷା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri