ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ

ଭୁବନେଶ୍ବର,୯।୬ (ବ୍ୟୁରୋ) ଏଆଇସିସି ପକ୍ଷରୁ ଶୁକ୍ରବାର ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ କରାଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ୬ ଜଣିଆ କମିଟି ଗଠନ ହୋଇଛି। ଜାନକୀ ବଲ୍ଲଭ ପଟ୍ଟନାୟକ କମିଟିର ଆବାହକ ନିଯୁକ୍ତ ହୋଇଛନ୍ତି । କମିଟିରେ ଭୁଜବଳ ମାଝୀ, ରାଜେନ୍ଦ୍ର ଛତ୍ରିଆ, ଦେବେନ୍ଦ୍ର ସାହୁ ଏବଂ ପ୍ରତିମା ମଲ୍ଲିକ ସଦସ୍ୟ ଅଛନ୍ତି ।
ପଞ୍ଚାନନ କାନୁନଗୋଙ୍କୁ ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ କରାଯାଇଛି। କାର୍ଯ୍ୟକ୍ରମ କ୍ରିୟାନ୍ବୟନ କମିଟି ଅଧ୍ୟକ୍ଷ ୍‌ଯଜ୍ଞେଶ୍ୱର ବାବୁ । ପ୍ରଚାର ଓ ପ୍ରସାର କମିଟି ମୁଖ୍ୟ ହେଲେ ସଂଜୟ ତ୍ରିପାଠୀ ।
ସେହଭଳି ୧୦ ଜିଲାର ଜିଲା ସଭାପତିଙ୍କ ନା ମଧ୍ୟ କଂଗ୍ରେସ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri