ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ

ଭୁବନେଶ୍ବର,୯।୬ (ବ୍ୟୁରୋ) ଏଆଇସିସି ପକ୍ଷରୁ ଶୁକ୍ରବାର ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ କରାଯାଇଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ୬ ଜଣିଆ କମିଟି ଗଠନ ହୋଇଛି। ଜାନକୀ ବଲ୍ଲଭ ପଟ୍ଟନାୟକ କମିଟିର ଆବାହକ ନିଯୁକ୍ତ ହୋଇଛନ୍ତି । କମିଟିରେ ଭୁଜବଳ ମାଝୀ, ରାଜେନ୍ଦ୍ର ଛତ୍ରିଆ, ଦେବେନ୍ଦ୍ର ସାହୁ ଏବଂ ପ୍ରତିମା ମଲ୍ଲିକ ସଦସ୍ୟ ଅଛନ୍ତି ।
ପଞ୍ଚାନନ କାନୁନଗୋଙ୍କୁ ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ କରାଯାଇଛି। କାର୍ଯ୍ୟକ୍ରମ କ୍ରିୟାନ୍ବୟନ କମିଟି ଅଧ୍ୟକ୍ଷ ୍‌ଯଜ୍ଞେଶ୍ୱର ବାବୁ । ପ୍ରଚାର ଓ ପ୍ରସାର କମିଟି ମୁଖ୍ୟ ହେଲେ ସଂଜୟ ତ୍ରିପାଠୀ ।
ସେହଭଳି ୧୦ ଜିଲାର ଜିଲା ସଭାପତିଙ୍କ ନା ମଧ୍ୟ କଂଗ୍ରେସ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri