ଘାସିରାମଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା, ଭକ୍ତ କହିଲେ ଦଳର ହାଇକମାଣ୍ଡ…

ନୂଆପଡ଼ା,୧୫ା୯(ମକାରୁ ବେମାଲ): ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପ୍ରଦେଶ କଂଗ୍ରେସ କମିଟି ଏକପ୍ରକାର ଇସାରା ଦେଇଛି। ପିସିସି ସଭାପତି ଭକ୍ତ ଦାସ କହିଛନ୍ତି, ଯେଉଁମାନେ ଭୟଭୀତ ସେମାନେ ଏବେଠୁ ମାର୍କେଟିଂ ଆରମ୍ଭ କରିଦେଲେଣି। ଗତ ନିର୍ବାଚନରେ ସ୍ବାଧୀନ ଭାବେ ୫୦ ହଜାରରୁ ଅଧିକ ଭୋଟ୍‌ ପାଇଥିଲେ ଘାସିରାମ। ସେ ଏବେ କଂଗ୍ରେସର ଜିଲା ସଂଯୋଜକ ଅଛନ୍ତି। ଆମର ପ୍ରାର୍ଥୀ ଚୟନ ଦଳର ହାଇକମାଣ୍ଡ କରିବେ ବୋଲି ଭକ୍ତ କହିଛନ୍ତି।

ସୂଚନା ଥାଉକି, ଘାସିରାମ ୨୦୨୪ ନିର୍ବାଚନରେ ୫୦ ହଜାର ୯୪୧ ଖଣ୍ଡ ଭୋଟ ପାଇଥିଲେ। ଶରତ ପଟ୍ଟନାୟକ ୧୫ ହଜାର ୫୦୧ ଖଣ୍ଡ ଭୋଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri