ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ପାଇଁ ପଦ୍ମପୁରରେ ପିସିସି ସଭାପତି

ବରଗଡ଼ ଅଫିସ,୧୭ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ନାମାଙ୍କନପତ୍ର ଦାଖଲର ଶେଷ ଦିବସ। ନାମାଙ୍କନ ପାଇଁ ପଦ୍ମପୁର ଚଳ ଚଞ୍ଚଳ ହୋଇପଡ଼ିଛି। ପଦ୍ମପୁରରେ ସବୁ ଦଳ ନାମାଙ୍କନ ପୂର୍ବରୁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପରେଖ ଦେବାରେ ଲାଗି ପଡ଼ିଛନ୍ତି। ଏହି କ୍ରମରେ ଆଜି ସକାଳେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ ପଦ୍ମପୁରରେ ପହଞ୍ଚି ସ୍ଥାନୀୟ ଟାଉନ ଥାନା ପାଖରେ ଥିବା ଟାଉନ କଂଗ୍ରେସ ଅଫିସରେ ପ୍ରଥମେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସହ ନାମାଙ୍କନ ପୂର୍ବରୁ ପ୍ରାରମ୍ଭିକ ଆଲୋଚନା କରିଥିଲେ। ଏହି ଆଲୋଚନା ବେଳେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ,ପୂର୍ବତନ ବିଧାୟକ ତଥା ଜିଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦ, ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ, ପୂର୍ବତନ ବିଧାୟକ ତଥା ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଦେବାଶିଷ ପଟ୍ଟନାୟକ ପ୍ରମୁଖ ଏହି ଆଲୋଚନାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri