ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ ଆଲୋଚନା ହେବ। ସେ କହୁକହୁ ଏକ ଭିତିରି କଥା ବି କହି ଦେଇଛନ୍ତି। ଭକ୍ତ କହିଛନ୍ତି, ବିଜେଡି ବିରୋଧୀ ଦଳ, ଆମେ ବି ବିରୋଧୀ ଦଳ। ୨ ଦଳ ମିଶିଲେ ଗୋଟିଏ ପ୍ରାର୍ଥୀ ଜିତି ପାରିବେ। ଆମେ ପ୍ରାର୍ଥୀ ଦେଲେ ସେମାନେ ସମର୍ଥନ କରିବେ କି ନାହିଁ, ସେମାନେ ପ୍ରାର୍ଥୀ ଦେଲେ ଆମର ସମର୍ଥନ ମିଳିବ କି ନାହିଁ। ଦୁଇ ଦଳ ଭିତରେ ସେ ରାଜନୈତିକ ତାଳମେଳ ନାହିଁ। ଯଦି ପ୍ରତିଭାବାନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରାଯାଏ ତା’ହେଲେ ସପକ୍ଷରେ ଯିବୁ ବୋଲି ଭକ୍ତ କହିଛନ୍ତି।

ଅନ୍ୟପକ୍ଷରେ ଭକ୍ତଙ୍କ ଏପରି ବୟାନ ଶୁଣି ରାଜନୈତିକ ମହଲରେ ନାନା ଚର୍ଚ୍ଚା ଶୁଣିବାକୁ ମିଳୁଛି। ବିଜେଡି-କଂଗ୍ରେସର ବଡ଼ ଡିଲ୍‌ ହୋଇଛି କି? ଏକାଠି ହୋଇଯିବେ କି ଏହି ଦୁଇ ଦଳ ବୋଲି ଜୋରଦାର ଆଲୋଚନା ହେଉଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri