ପିସିସି ସଭାପତି ଭକ୍ତ ନେଲେ ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ନେତାଙ୍କୁ କଂଗ୍ରେସରୁ କରାଗଲା ନିଲମ୍ବନ

ଭୁବନେଶ୍ୱର,୨୨।୧୧: ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ନିହାର ରଞ୍ଜନ ବେହେରା କଂଗ୍ରେସରୁ ନିଲମ୍ବିତ କରାଯାଇଛି। ବିଶୃଙ୍ଖଳା ଆଚରଣ ସହ ନେତୃତ୍ୱ ବିରୋଧରେ ମନ୍ତବ୍ୟ ନେଇ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଦ୍ୱାରା ନିହାର ବେହେରାଙ୍କୁ ନିଲମ୍ବିତ କରାଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଅନୁମୋଦନ କ୍ରମେ ଦୃଢ କାର୍ଯ୍ୟାନୁଷ୍ଠାନ ହୋଇଛି। ଏନେଇ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସୁଜୀତ୍‌ ପାଢୀ ସୂଚନା ଦେଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri