ଗୋରୁ ମାଫିଆ ମାରିଲେ ସାଇଡ୍‌, ଗଛରେ ପିଟି ହେଲା ପିସିଆର ଭ୍ୟାନ୍‌, ୬ ପୋଲିସ ଆହତ

ଢେଙ୍କାନାଳ,୯ା୮: ପୋଲିସ ଗାଡ଼ିକୁ ଗୋରୁ ମାଫିଆ ସାଇଡ୍‌ ମାରିବାରୁ ଭାରସାମ୍ୟ ହରାଇ ଗଛରେ ପିଟିହୋଇଗଲା ପିସିଆର୍‌ ଭ୍ୟାନ୍‌। ଫଳରେ ୬ ପୋଲିସ ଆହତ ହୋଇଛନ୍ତି। ସଦର ଥାନା ବେଲଟିକିରି ଗାଁ ନିକଟରେ ପିସିଆରକୁ ସାଇଡ ମାରିଥିଲେ ମାଫିଆ। ୬ ଆହତଙ୍କ ମଧ୍ୟରୁ ୫ ଗୁରୁତର କଟକ ସ୍ଥାନାନ୍ତର କରାଯାଇଛି। ୨ଟି ପିକ୍‌ଅପ୍‌ରେ ଗୋରୁ ଚାଲାଣ ହେଉଥିବା ବେଳେ ପିସିଆର ପିଛା କରିଥିଲା। ଏହି ସମୟରେ ଗୋରୁ ମାଫିଆ ସାଇଡ୍‌ ମାରିବାରୁ ଗଛରେ ପିଟି ହୋଇଯାଇଥିଲା ପିସିଆର ଗାଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri