Posted inଜାତୀୟ

ଏସପି ପାଇଁ ପିଡିଏର ଅର୍ଥ ହେଉଛି, ପରିବାର ଦଳ ଆଲାଏନ୍ସ: ମାୟାବତୀଙ୍କ ଟୁଇଟ…

ଲକ୍ଷ୍ନୌ,୧୯।୬ : ବିଏସପି ସୁପ୍ରିମୋ ମାୟାବତୀ ପିଡିଏ (ପଛୁଆ, ଦଳିତ ଏବଂ ସଂଖ୍ୟାଲଘୁ)କୁ ନିଜ ଶୈଳୀରେ ବ୍ୟାଖ୍ୟା କରିଛନ୍ତି। ସେ ଏସପିକୂ ଟାର୍ଗେଟ କରିଛନ୍ତି। ଏକ ଟୁଇଟରେ ସେ କହିଛନ୍ତି ଏସପି ଏନଡିଏର ଜବାବରେ ପିଡିଏ ଗଠନର ଖେଳ ଖେଳୁଛି। ଏସପି ପାଇଁ ପିଡିଏର ଅର୍ଥ ହେଉଛି ପାରିବାର ଦଳ ଆଲାଏନ୍ସ।

ଏସପି ନିଜ ସ୍ବାର୍ଥରେ ସୀମିତ। ସେଥିପାଇଁ ଲୋକମାନେ ସଚେତନ ହେବା ଜରୁରୀ। ଏସପି ଅଧ୍ୟକ୍ଷ ଅଖିଳେଶ ଯାଦବ ଅତୀତରେ ଏକ ଚ୍ୟାନେଲ ସହ ବାର୍ତ୍ତାଳାପରେ କହିଥିଲେ ୨୦୨୪ ଲୋକସଭା ନିର୍ବାଚନରେ ପିଡିଏ ଏନଡିଏକୁ ପରାସ୍ତ କରିବ। ଯାହା ଉପରେ ବିଏସପି ମୁଖ୍ୟ ଏଭଳି ମନ୍ତବ୍ୟ ଦେଇଛନ୍ତି।

ମାୟାବତୀ ମଧ୍ୟ ରାଜ୍ୟର ନିଅଣ୍ଟିଆ ବିଦ୍ୟୁତ ଶକ୍ତି ପରିସ୍ଥିତିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଗତ କିଛି ଦିନ ଧରି ୟୁପିରେ ଚାଲିଥିବା ଉତ୍ତାପ ଲହର ଯୋଗୁଁ ରାଜଧାନୀ ସମେତ ରାଜ୍ୟରେ ସଙ୍କଟ ଦେଖାଦେଇଛି। ଏଭଳି ସ୍ଥିତିରେ ବିଦ୍ୟୁତ ଅଭାବ ଯୋଗୁ ହେଉଥିବା କାଟ ଦ୍ୱାରା ଲୋକେ ହସ୍ତସନ୍ତ ହେଉଛନ୍ତି।

ବାଲିଆ ସମେତ ଅନ୍ୟ ଜିଲାରେ ଘଟିଥିବା ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦାୟକ। ସରକାର ବିଦ୍ୟୁତ ବ୍ୟବସ୍ଥାରେ ଉନ୍ନତି ଆଣିବା ଉଚିତ ଏବଂ ଡାକ୍ତରଖାନାରେ ବିଦ୍ୟୁତ କାଟ୍‌ କରିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?