Posted inଜାତୀୟ

ମେହେବୁବା ମୁଫତି ନଜର ବନ୍ଦୀ

ଶ୍ରୀନଗର,୧୨ ।୪: କଶ୍ମୀର ସଂଭାଗର ଶ୍ରୀନଗରରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କୁ ତାଙ୍କ ଘରେ ନଜର ବନ୍ଦୀ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଶୋପିୟାଂରେ ଆତଙ୍କବାଦୀଙ୍କ ଆକ୍ରମଣରେ ଆହତ ହୋଇଥିବା କଶ୍ମୀର ପଣ୍ଡିତଙ୍କ ଘରକୁ ଯ୍ଧବ ମୁଫତି ସେମାନଙ୍କ ଭଲମନ୍ଦ ବୁଝିଥାଆନ୍ତେ । ହେଲେ ଏହ ପୂର୍ବରୁ ପୋଲିସ ତାଙ୍କୁ ଶ୍ରୀନଗରରେ ହାଉସ ଆରେଷ୍ଟ କରି ରଖିଛି ।

ମେହେବୁବାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏ ସମ୍ପର୍କରେ ଏକ ଟୁଇଟ୍ କରାଯାଇଛି । ଏଥିରେ ଲେଖାଯାଇଛି, ଆଜି ମୋତେ ନଜର ବନ୍ଦୀ କରାଯାଇଛି । କାରଣ ମୋର ଶୋପିୟାଂରେ କଶ୍ମୀର ପଣ୍ଡିତଙ୍କ ପରିବାରକୁ ଭେଟିବାକୁ ଯିବାକୁ ଇଚ୍ଛା ଥିଲା । ତେବେ କେନ୍ଦ୍ର ସରକାର ଜାଣିଶୁଣି କଶ୍ମୀର ଜନତା ଓ ପଣ୍ଡିତଙ୍କ ପଳାୟନକୁ ନେଇ ଭୁଲ ପ୍ରଚାର କରୁଛନ୍ତି ବୋଳଇ ମୁଫତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri