ମଟର କବାବ

ଆବଶ୍ୟକ ସାମଗ୍ରୀ: କଟା ପାଳଙ୍ଗ ଶାଗ- ୫୦୦ ଗ୍ରାମ, ସିଝା ମଟର- ୫୦୦ ଗ୍ରାମ, କଟା କଞ୍ଚାଲଙ୍କା-୨ଟା, ଅଦା ପେଷ୍ଟ-୧ଚାମଚ, ଗୋଲମରିଚ ଗୁଣ୍ଡ-୧/୪ଚାମଚ, ପାଉଁରୁଟି-୨ଟା ସ୍ଲାଇସ୍‌, ବେସନ-ଆବଶ୍ୟକ ଅନୁସାରେ, ତେଲ- ଆବଶ୍ୟକ ଅନୁସାରେ, ଲୁଣ-ସ୍ବାଦ ଅନୁସାରେ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗୋଟିଏ ପାତ୍ରରେ ସିଝା ମଟର, କଟା ପାଳଙ୍ଗ ଶାଗ, ପାଉଁରୁଟି, ଅଦା ପେଷ୍ଟ, କଞ୍ଚାଲଙ୍କା ପକାଇ ଭଲ ଭାବେ ଘାଣ୍ଟନ୍ତୁ । ପରେ ଏହାକୁ ଅଳ୍ପ ଗ୍ରାଇଣ୍ଡିଙ୍ଗ୍‌ କରନ୍ତୁ, ଯେପରି ଏହା ସମ୍ପୂର୍ଣ୍ଣ ପେଷ୍ଟ ନ ହୁଏ । ଏବେ ଏଥିରେ ସ୍ବାଦ ଅନୁସାରେ ଲୁଣ ଓ କିଛି ଗୋଲମରିଚ ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ ।
ସେଗୁଡ଼ିକୁ ଏବେ ଗୋଲ୍‌ ଗୋଲ୍‌ ଆକାରର କରିରଖନ୍ତୁ। ଏକ ପାତ୍ରରେ ଅଳ୍ପ ବେସନ ନିଅନ୍ତୁ ଏବଂ ଗୋଲ କରି ରଖିଥିବା କବାବ୍‌କୁ ଏଥିରେ ଭଲ ଭାବେ ଗଡାଇ ଦିଅନ୍ତୁ, ଯେପରି ଶୁଖିଲା ବେସନର ଏକ ଲେୟାର ଏହା ଉପରେ ଲାଗିଯିବ। ଅନ୍ୟପଟେ ଏକ ପ୍ୟାନ୍‌ରେ ତେଲ ଗରମ କରନ୍ତୁ ।
ସେଥିରେ ପୂର୍ବ ପ୍ରସ୍ତୁତ କବାବ୍‌କୁ ପକାଇ ବାଦାମୀ ରଙ୍ଗ ଆସିବା ପର୍ଯ୍ୟନ୍ତ ଏପଟ ସେପଟ କରନ୍ତୁ । ଚୁଲା ବନ୍ଦ କରି ଗୋଟିଏ ପ୍ଲେଟକୁ ବାହାର କରି ସସ୍‌ ସହ ପରଷି ଦିଅନ୍ତୁ ମଟର କବାବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri