ଭାଇଚାରାରେ ହେବ ଅକ୍ଷୟ ତୃତୀୟା, ଇଦ୍‌ ପାଳନ

ବଡ଼ବିଲ,୨।୫(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ପବିତ୍ର ଇଦ ପର୍ବ ପାଳନ ନେଇ ସୋମବାର ଶାନ୍ତି କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ବଡ଼ବିଲ ଥାନାରେ ଅନୁଷ୍ଠିତ ବୈଠକରେ ମୁସଲିମ ଓ ହିନ୍ଦୁ ସମ୍ପ୍ରଦାୟର ୧୨ ଜଣ ସଦସ୍ୟ ଯୋଗଦେଇଥିଲେ। ଆସନ୍ତା ୩ ତାରିଖ ଅକ୍ଷୟ ତୃତୀୟା ଏବଂ ଇଦ୍‌ ପାଇଁ ବଡ଼ବିଲ ପୋଲିସ ଉଭୟ ପକ୍ଷଙ୍କୁ ନେଇ ଏହି ବୈଠକ ଡାକିଥିଲେ। ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳା ରକ୍ଷାପୂର୍ବକ ପର୍ବ ପାଳନ କରିବାକୁ ଉଭୟ ପକ୍ଷ ସହମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତରେ ମାଓବାଦୀଙ୍କ ବର୍ବରତା: ପ୍ରଜା କୋର୍ଟରେ ଉପ ସରପଞ୍ଚଙ୍କ ସମେତ ୨ଜଣଙ୍କୁ ହତ୍ୟା

କୋରିକୋଣ୍ଡା,୨୯।୬(ଅବିନାଶ ବେହେରା): କିଛି ଦିନର ନିରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି-ଛତିଶଗଡ଼ ସମାନ୍ତ ତାଡମେଟଲା ଅଞ୍ଚଳରେ ବର୍ବରତା ଦେଖାଇଛନ୍ତି। ୧୦ ଦିନ ହେଲା ମାଓବାଦୀମାନେ ତାଡମେଟଲା...

ସ୍କୁଲ୍‌ରେ ପଶି କଟୁରି ଚୋଟ

କେନ୍ଦୁଝର,୧୪ା୩(ସ୍ବ.ପ୍ର.):କେନ୍ଦୁଝର ସଦର ବ୍ଲକ୍‌ ଦନାର୍ଦ୍ଦନପୁର ପଞ୍ଚାୟତ ଭାଲିଆଡ଼ିହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀଙ୍କୁ ହାଣିବାକୁ...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୨୫ା୨: ଫାଲ୍‌ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର...

ଜନସ୍ବାସ୍ଥ୍ୟ ବିଭାଗର ମନମୁଖି କାର୍ଯ୍ୟ: ଦୁଇ ଦିନ ହେଲା ସହରକୁ ଜଳଯୋଗାଣ ବନ୍ଦ

ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା...

ସାପ କାମୁଡ଼ାରେ ୨ ମୃତ, ଜଣେ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୧୨ା୬ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାରେ ୩ଟି ପୃଥକ ସ୍ଥାନରେ ସାପ କାମୁଡାରେ ଜଣେ ନାବାଳିକା ଓ ଜଣେ ମହିଳାଙ୍କ ମଙ୍ଗଳବାର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ...

ଗଜାଧାନ ଧରି ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କ ଦ୍ୱାରସ୍ଥ

ଦେଓଗାଁ, ୫ା୭(ଡି.ଏନ.ଏ.) : ବଲାଙ୍ଗୀର ସଦର ବ୍ଲକ ଭୂତିଆରବାହାଲ ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲାର ଅନେକ ଚାଷୀ ରବିଧାନ ଚାଷ କରି ବିକ୍ରି କରିପାରୁ ନାହାନ୍ତି। ଏ...

ମୋବାଇଲ ଟାଓ୍ବାରକୁ ବିରୋଧ: ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ସାହିବାସିନ୍ଦା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଗୁଣ୍ଡିଚାମନ୍ଦିର ନିକଟରେ ଥିବା ଚାରିଘରିଆ ସାହିରେ ମୋବାଇଲ ଟାଓ୍ବାର ବସାଇବାକୁ ବିରୋଧକରି ଅନ୍ତେଃବାସୀ ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୋମବାର ସାକ୍ଷାତକରି ଏକ...

ମିଳୁନି ଲେ ଆଉଟ୍‌: ହୋଇପାରୁନି ଘର ନିର୍ମାଣ

କେନ୍ଦୁଝର, ୮ା୧୨(ସ୍ବ.ପ୍ର.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ସହରାଞ୍ଚଳରେ ସମସ୍ତଙ୍କ ପାଇଁ ଗୃହ ନୀତି, ଓଡିଶା ପକ୍ଷରୁ ସମସ୍ତ ଗୃହହୀନଙ୍କୁ ଘର ମିଳୁଛି। କିନ୍ତୁ କେନ୍ଦୁଝର ଜିଲା...

Advertisement
Archives

Model This Week