ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.)
ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ମୁଖ୍ୟଅତିଥିଭାବେ ବ୍ଲକ ଶିକ୍ଷା ଅଧିକାରୀ ନେପାଳ ଚନ୍ଦ୍ର ବାଗ ଓ ନିମନ୍ତ୍ରିତ ଅତିଥିଭାବେ ବିଦ୍ୟାଳୟ ପୁରାତନ ଛାତ୍ର ମଧୁସୂଦନ ପଧାନ ଯୋଗଦେଇଥିଲେ। ଅତିଥିମାନେ ଛାତ୍ରୀଛାତ୍ରଙ୍କୁ ମାନବିକ ଅଧିକାର ଓ ଏହାର ସୁରକ୍ଷା ଉପରେ ବୁଝାଇଥିଲେ। ଏଥିସହ ଅନ୍ୟଠାରୁ ପ୍ରେରଣା ଲାଭ କରି ଉତ୍ତର ପିଢ଼ିଙ୍କୁ ପ୍ରେରଣାର ଉତ୍ସ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ପୁରୋହିତ ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ଓ ସହବସ୍ଥାନ ପ୍ରତିଷ୍ଠା ହୋଇପାରିବ ବୋଲି କହିଥିଲେ ା ଏହି ଅବସରରେ ଏନଆରଟିଏସ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ଶାମୁକା ବିଶ୍ୱାଳ ଓ ଏନଏମ୍‌ଏମ୍‌ଏସ୍‌ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ଛାତ୍ର ସୁମନ ପାଣିଗ୍ରାହୀ ଓ ମିଲନ କୁମାର ତ୍ରିପାଠୀଙ୍କୁ ମୁଖ୍ୟଅତିଥି ବିଇଓ ବାଗ ସମ୍ବର୍ଦ୍ଧିତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri