Posted inଫୁରସତ

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଅପରିହାର୍ଯ୍ୟ

ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଦ୍ୱାରା ସମ୍ପର୍କ ଦୃଢ଼ ହୁଏ। ଫଳରେ ନକାରାତ୍ମକ ଚିନ୍ତାଧାରା ଦୂର ହୋଇ ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ଏହା ପରିବାର-ପରିବାର, ସମାଜ-ସମାଜ, ରାଜ୍ୟ-ରାଜ୍ୟ ତଥା ଦେଶ-ଦେଶ ପାଇଁ ଲାଗୁ ହୋଇପାରେ। ସେହିପରି ଶାନ୍ତି ଆସିବାର ମୁଖ୍ୟ ମାଧ୍ୟମ ହେଉଛି ଅହିଂସା। ଅତି ପ୍ରାଚୀନକାଳରୁ ପୃଥିବୀର ବିଭିନ୍ନ ସଭ୍ୟତା ଅହିଂସା ସମ୍ପର୍କରେ ଭଲଭାବେ ଅବଗତ ଥିଲେ। ଅହିଂସା ମାଧ୍ୟମରେ ଶାନ୍ତି ପ୍ରତିଷ୍ଠା ଦୀର୍ଘସ୍ଥାୟୀ ବୋଲି ମଧ୍ୟ ମାନବ ସମାଜକୁ ଭଲଭାବେ ଜଣାଥିଲା। ଶାନ୍ତି, ପ୍ରେମ ଦ୍ୱାରା ହୃଦୟକୁ ଜୟ କରି ହୋଇଥିବା ବିଜୟ ହିଁ ପ୍ରକୃତ ମାନବିକତାକୁ ପ୍ରତିପାଦିତ କରିପାରିଥାଏ।

ଶାନ୍ତିପୂର୍ଣ୍ଣ ସହାବସ୍ଥାନରେ ବସୁଧୈବ କୁଟୁମ୍ବକମ୍‌ ଲକ୍ଷ୍ୟ ସମ୍ଭବ। ପୃଥିବୀରେ ମତଭେଦ, ଯୁଦ୍ଧ, ଆତଙ୍କବାଦ ଦୂର ହୋଇ ଗୋଟିଏ ବୃହତ୍‌ ପରିବାର ଗଠନର ପରିକଳ୍ପନା ବାସ୍ତବ ରୂପ ନେଇପାରିବ। ଏହାକୁ ହୃଦୟଙ୍ଗମ କରି ମିଳିତ ଜାତିସଂଘ ସାଧାରଣ ସଭା ଦ୍ୱାରା ୧୯୮୧ରେ ଶାନ୍ତି ଓ ଅହିଂସା ଦିବସ ପାଳନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହାର ଦୁଇ ଦଶନ୍ଧି ପରେ, ୨୦୦୧ରେ ସର୍ବସମ୍ମତିକ୍ରମେ ସେପ୍ଟେମ୍ବର ୨୧କୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ଭାବେ ପାଳନ କରିବାକୁ ସ୍ବୀକୃତି ପ୍ରଦାନ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ଏହି ଦିନ ଶାନ୍ତି ଏବଂ ଅହିଂସା ସମ୍ପର୍କରେ ବିଶ୍ୱବ୍ୟାପୀ ସଚେତନତା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି, ଯାହାଦ୍ୱାରା ପୃଥିବୀ ଯୁଦ୍ଧଠାରୁ ଦୂରେଇ ଆସିବ ଏବଂ ବିଭିନ୍ନ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ସମ୍ଭବ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri