ଏନ୍‌ଏସି, ସିଏଚ୍‌ସି ଘୋଷଣା ଦାବିରେ ଆଜି ପାଇକମାଳ ବନ୍ଦ

ପାଇକମାଳ,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବା ସହିତ ଅଞ୍ଚଳବାସୀ ବିଭିନ୍ନ ପ୍ରସଙ୍ଗ, ଦାବି ଉପସ୍ଥାପନ କରୁଛନ୍ତି। ଲୋକଙ୍କ ଦାବି ପରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି।

 

ଅନ୍ୟପକ୍ଷରେ ଏହି ନିର୍ବାଚନ ମଣ୍ଡଳୀର ପାଇକମାଳକୁ ଏନ୍‌ଏସି ମାନ୍ୟତା ସହିତ ସ୍ଥାନୀୟ ସରକାରୀ ଡାକ୍ତରଖାନାକୁ ପିଏଚ୍‌ସିରୁ ସିଏଚ୍‌ସି କରିବା ଦାବିରେ ଅଞ୍ଚଳବାସୀ ଗୁରୁବାର ସକାଳ ୬ରୁ ୪୮ ଘଣ୍ଟିଆ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ତେବେ ଏହି ବନ୍ଦ ଡାକରାରେ ପାଇକମାଳର କେବଳ ଦୋକାନ, ବଜାର ବନ୍ଦ ରହିଥିବାବେଳେ ସରକାରୀ, ବେସରକାରୀ ଅଫିସ, ସ୍କୁଲ, କଲେଜ ଖୋଲା ରହିଛି। ଗାଡ଼ି ଚଳାଚଳ ମଧ୍ୟ ସ୍ବାଭାବିକ ରହିଛି। ସ୍ଥାନୀୟ ଜାଗରଣ ଯୁବ ସଂଗଠନ ଆହ୍ବାନରେ ଏହି ବନ୍ଦ ପାଳନ ଚାଲିଛି


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri