ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ, ଏସବୁ ପାଇଁ ଦିଆଯିବ ସ୍ବତନ୍ତ୍ର ଆର୍ଥିକ ସହାୟତା: ଅର୍ଥମନ୍ତ୍ରୀ 

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ।
ତେବେ ମୋଦି ସରକାରଙ୍କ ଏହି ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି। ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟ୍‌ରେ ବିଶେଷ ଧ୍ୟାନ ଦେଇଛନ୍ତି। ଏଥି ସହ ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ ଦିଆଯାଇଛି । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ତେଣୁ ଓଡ଼ିଶାରେ ପର୍ଯ୍ୟଟନକୁ  ବିଶେଷ ଗୁରୁତ୍ୱ ଦିଆଯିବ । ବଣ୍ୟପ୍ରାଣୀ ଅଭୟାରଣ୍ୟ  ଓ ବେଳାଭୂମିର ବିକାଶ ପାଇଁ ସ୍ବତନ୍ତ୍ର ଆର୍ଥିକ ସହାୟତା ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?