Posted inଜାତୀୟ

ପେଗାସସ୍‌ ତାତି,ସଂସଦ ଅଚଳ…

ନୂଆଦିଲ୍ଲୀ,୨।୮: ବିରୋଧୀ ଦଳଙ୍କ ପକ୍ଷରୁ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଫଳରେ ମୌସୁମୀ ଅଧିବେଶନରେ ଲୋକ ସଭା ଏବଂ ରାଜ୍ୟ ସଭାର ସାଧାରଣ କାର୍ଯ୍ୟ ସମ୍ଭବ ହୋଇପାରୁ ନାହିଁ। ସୋମବାର ବିରୋଧୀଦଳ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁ ରାଜ୍ୟ ସଭାକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। କଂଗ୍ରେସର ଲୋକ ସଭା ସଦସ୍ୟ ମଣିକମ୍‌ ଟାଗୋର ପେଗାସସ୍‌ ପ୍ରସଙ୍ଗରେ ସ୍ଥଗନ ପ୍ରସ୍ତାବ ନୋଟିସ୍‌ ଦେଇଛନ୍ତି। ତେବେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ପ୍ରଥମେ କରୋନା ମହାମାରୀ ଉପରେ ଆଲୋଚନା କରାଯିବା ପରେ ବିରୋଧୀଙ୍କ ସମସ୍ତ ପ୍ରସଙ୍ଗ ଉପରେ ଚର୍ଚ୍ଚା ହେବ। ମୁଦ୍ରାସ୍ଫୀତି, କୃଷକ ସମସ୍ୟା ଏବଂ ପେଗାସସ୍‌ ଉପରେ ଆଲୋଚନା ଶୀଘ୍ର କରାଯିବା ଲାଗି ବିରୋଧୀ ଦଳ ସଦସ୍ୟମାନେ ଅଡ଼ି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?