Posted inଖେଳ

ପେଜାଓଲି ବେଙ୍ଗାଲୁରୁ ଏଫ୍‌ସିର ନୂଆ ମୁଖ୍ୟ କୋଚ୍‌

ମାର୍ଗାଓ, ୧୩ା୨ (ପି.ଟି.)-ଇଟାଲିର ଅଭିଜ୍ଞ ମାର୍କୋ ପେଜାଓଲି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଦଳ ବେଙ୍ଗାଲୁରୁ ଏଫ୍‌ସିର ନୂଆ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ ପାଇଛନ୍ତି। ତାଙ୍କ ସହିତ ଦଳ ୩ବର୍ଷିଆ ପ୍ରଦର୍ଶନ ଭିତ୍ତିକ ଚୁକ୍ତି କରିଛି। ଚଳିତ ଆଇଏସ୍‌ଏଲ୍‌ ଶେଷ ହେବା ପରେ ସେ କ୍ଲବର ଦାୟିତ୍ୱ ନେବେ। ଜର୍ମାନୀ ଜନ୍ମିତ ପେଜାଓଲିଙ୍କ ତତ୍ତ୍ୱାବଧାନରେ ବେଙ୍ଗାଲୁରୁ ଏଫ୍‌ସି ପ୍ରଥମେ ଏପ୍ରିଲ ୧୪ରେ ଏଏଫ୍‌ସି କପ୍‌ ପ୍ରିଲିମିନାରି ଷ୍ଟେଜ୍‌ -୨ ମ୍ୟାଚ ଖେଳିବ। ୨୦୨୩-୨୪ ସିଜନ ଶେଷ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ରହିବ। ୫୨ ବର୍ଷୀୟ ପେଜାଓଲି ଏହା ପୂର୍ବରୁ ବୁଣ୍ଡେସଲିଗା ଦଳ ଏଣ୍ଟ୍ରାଚ୍‌ ଫ୍ରାଙ୍କ୍‌ଫର୍ଟର ବୈଷୟିକ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri