Posted inଖେଳ

ପେଲେ, କପିଳଦେବ ନେଲେ କରୋନା ଟିକା

ନୂଆଦିଲ୍ଲୀ,୪।୩(ପି.ଟି.): ବ୍ରାଜିଲ କିମ୍ବଦନ୍ତୀ ଫୁଟବଲର ପେଲେ ଓ ଭାରତୀୟ କ୍ରିକେଟ ଲିଜେଣ୍ଡ କପିଳଦେବ କୋଭିଡ୍‌-୧୯ ଟିକା ନେଇଛନ୍ତି। ଭାରତର ପ୍ରଥମ ବିଶ୍ୱକପ୍‌ ବିଜେତା ଅଧିନାୟକ ୬୨ ବର୍ଷୀୟ କପିଳଦେବ ବୁଧବାର ସ୍ଥାନୀୟ ଫର୍ଟିଜ ହସ୍ପିଟାଲରେ ଭ୍ୟାକ୍‌ସିନ ନେଇଛନ୍ତି। ପୂର୍ବରୁ ଟିମ୍‌ ଇଣ୍ଡିଆ ହେଡ୍‌କୋଚ୍‌ ରବି ଶାସ୍ତ୍ରୀ ମଙ୍ଗଳବାର ଅହମଦାବାଦ୍‌ରେ ମଧ୍ୟ ଏହି ଟିକା ନେଇଥିଲେ। ଗତବର୍ଷ ଅକ୍ଟୋବରରେ କପିଳ ହୃଦ୍‌ଘାତର ଶିକାର ହୋଇଥିଲେ ଓ ତାଙ୍କ ଆଞ୍ଜିଓପ୍ଲାଷ୍ଟି ହୋଇଥିଲା।
ସେହିପରି ୩ଥର ବିଶ୍ୱକପ୍‌ ହାସଲ କରିଥିବା ୮୦ ବର୍ଷୀୟ ପେଲେ ମଙ୍ଗଳବାର ମଧ୍ୟ କରୋନା ଟିକା ନେଇଛନ୍ତି। ଏହି ଖବର ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଦିନ ସ୍ମୃତି ହୋଇ ରହିବ ବୋଲି ସେ କହିଛନ୍ତି। କୋଭିଡ୍‌ ଟିକା ନେବାକୁ ପେଲେ ସମସ୍ତଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜାମାମଙ୍କ ଇସ୍ତଫା

କରାଚୀ,୧୮।୭(ପି.ଟି.)- ପାକିସ୍ତାନ ମୁଖ୍ୟ ଚୟନକର୍ତ୍ତା ପଦରୁ ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ୍‌ ହକ୍‌ ବୁଧବାର ଇସ୍ତଫା ଦେଇଛନ୍ତି। ତେବେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଯେଉଁ...

ମୁଁ ଭାଗ୍ୟବାନ; କାହିଁକି ଏମିତି କହିଲେ ଭୁବନେଶ୍ୱର

କଲମ୍ବୋ,୭।୭: ଭାରତୀୟ ଦଳର ଦ୍ରୁତ ବୋଲର ତଥା ଶ୍ରୀଲଙ୍କାର ଗସ୍ତ ପାଇଁ ଦଳର ଉପ-ଅଧିନାୟକ ନିଯୁକ୍ତ ହୋଇଛନ୍ତି ଭୁବନେଶ୍ୱର କୁମାର। ଏହି ସିରିଜ ସମୟରେ ତାଙ୍କର...

ୟୁରୋକପ୍‌ ଫୁଟବଲ: କ୍ୱାର୍ଟରରେ ଡେନମାର୍କ

୨୭ା୬: ୟୁରୋକପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଡେନମାର୍କ ପ୍ରଥମ ଦଳ ଭାବେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶନିବାର ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଅନୁଷ୍ଠିତ ରାଉଣ୍ଡ ଅଫ୍‌...

୧୧ବର୍ଷ ତଳେ ପଡିଆରେ ଚାପୁଡା ମାରି କନ୍ଦାଇଥିଲେ, ଏବେ ଜଣାଇଲେ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୧ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚ୍‌ରେ ପ୍ରତିପକ୍ଷ ବୋଲର ଏସ୍‌.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ।...

ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ: ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର, ୧୭।୭(କ୍ରୀଡ଼ା ପ୍ରତିନିଧି): ବିହାରର ପାଟଣାସ୍ଥିତ ପାଟଳିପୁତ୍ର ଷ୍ଟାଡିୟମରେ ଜାତୀୟ ସିନିୟର ରଗ୍‌ବୀ ସେଭେନ୍ସ (ମହିଳା/ପୁରୁଷ) ଚାମ୍ପିୟନଶିପ୍‌ ଚଳିତମାସ ୧୯ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।...

ଦୋହା ଟ୍ରେନିଂ : ଓଡ଼ିଶା ଏଫ୍‌ସି ଯୁବ ଫୁଟବଲରଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିଛି

ଭୁବନେଶ୍ୱର,୩।୩(ପି.ଟି.)- କାତାର ରାଜଧାନୀ ଦୋହାରେ ଟ୍ରେନିଂ ନେଇ ଫେରିଛନ୍ତି ଓଡ଼ିଶା ଏଫସି୍‌ର ଜୁନିୟର ଫୁଟବଲର। ଦେବେନ ସାହନୀ, ରେଉବେନ ଲେଟଖୋଟିନ୍‌ଚନ, ସିଭିଏଲ୍‌ ରେମଟଲୁଆଙ୍ଗା ଓ ଏସ୍‌....

କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୨ା୬-ବ୍ରିଟେନ୍‌ର ଜୋହାନା କୋଣ୍ଟା ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଅନୁଷ୍ଠିତ ଏକ ଚତୁର୍ଥ ରାଉଣ୍ଡ...

ଚିଠିରେ ‘କ୍ରୁନାଲ ମୋତେ ଧମକ ଦେଇଛନ୍ତି’ ଲେଖି ଇଭେଣ୍ଟରୁ ଓହରିଲେ ହୁଡା

ମୁମ୍ବାଇ,୧୦।୧- ଦେଶର ଘରୋଇ କ୍ରିକେଟ ସିଜନ ଆରମ୍ଭ ହେବା ପୂର୍ବରୁ ବିବାଦରେ ଘେରି ହୋଇଯାଇଛି। ଅଲରାଉଣ୍ଡର ଦୀପକ ହୁଡା ରବିବାର ବରୋଦା କ୍ରିକେଟ ଆସୋସିଏଶନକୁ ଅଭିଯୋଗ...

Advertisement
Archives

Model This Week