ତାଇଓ୍ବାନରେ ପେଲୋସି, ଚାଇନା ରକ୍ତମୁଖା…

ତାଇପେଇ, ୨।୮ : ଚାଇନାର ଧମକକୁ ଖାତିର ନକରି ଆମେରିକା ସ୍ପିକର ନାନ୍ସି ପେଲୋସି ତାଇଓ୍ବାନର ତାଇପେଇ ବିମାନ ବନ୍ଦରରେ ଓହ୍ଲାଇଛନ୍ତି। ଏହାକୁ ନେଇ ଚାଇନା ଏବେ ରକ୍ତମୁଖା ହେବାରେ ଲାଗିଛି। ପେଲୋସିଙ୍କୁ ସ୍ବାଗତ କରିବା ପାଇଁ ତାଇପେଇ ବିମାନ ବନ୍ଦରରେ ତାଇଓ୍ବାନ ସରକାରଙ୍କ ଉଚ୍ଚ ଅଧିକାରୀମାନେ ଉପସ୍ଥିତ ଥିଲେ।

ବିମାନ ବନ୍ଦରରେ ତାଇଓ୍ବାନ ରାଷ୍ଟ୍ରପତି ତାସାଇ ଇଙ୍ଗ୍‌ ଓ୍ବେନ୍‌ ପେଲୋସିଙ୍କୁ ସ୍ବାଗତ କରିଛନ୍ତି। ଚାଇନାର ଧମକକୁ ଦୃଷ୍ଟିରେ ରଖି ତାଇଓ୍ବାନ ଜାପାନଠାରୁ କେତେକ ଯୁଦ୍ଧବିମାନ ଆଣି ମୁତୟନ କରିଛି।

ପେଲୋସିଙ୍କ ସୁରକ୍ଷା ପାଇଁ ୨୨ଟି ବିମାନ ତାଙ୍କ ବିମାନ ଚାରିପଟେ ଉଡ଼ିବୁଲିଥିଲେ। ଗତ ୨୫ ବର୍ଷ ମଧ୍ୟରେ ଏହା କୌଣସି ଆମେରିକୀୟ ଅଧିକାର ପ୍ରଥମ ତାଇଓ୍ବାନ ଗସ୍ତ। ପେଲୋସିଙ୍କ ବିମାନ ସହିତ ୮ଟି ଆମେରିକୀୟ ଯୁଦ୍ଧ ବିମାନ ଏବଂ ଇନ୍ଧନ ବିମାନ ମଧ୍ୟ ଉଡ଼ାଣ ଆରମ୍ଭ କରିଥିଲେ।

ପେଲୋସି ତାଇଓ୍ବାନରେ ପହଞ୍ଚିବା ପରେ ଚାଇନା ପୁଣି ଥରେ ଧମକ ଦେଇଛି। ଚାଇନା କହିଛି ଯେ, ନିଆଁ ସହିତ ଖେଳୁଥିବା ଲୋକେ ନିଜେ ଜଳି ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri