ନନ୍ଦନକାନରେ ପ୍ରେମା ହାତୀ ଅସୁସ୍ଥ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରେମା ହାତୀର ନଖରେ ଆଘାତ ଲାଗି ହାତୀଟି ଅସୁସ୍ଥ ହୋଇପଡ଼ିଛି। ଏହା ସହିତ ହାତୀରର ବୟସ ମଧ୍ୟ ହୋଇଥିବାରୁ ଅସୁସ୍ଥ ରହୁଛି। ବର୍ତ୍ତମାନ ସାମାନ୍ୟ ଅସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ କହିଥିବା ବେଳେ ହାତୀର ଚିକିତ୍ସା କରାଯାଉଛି । ସେ ଖୁବଶୀଘ୍ର ସେ ସୁସ୍ଥ ହୋଇଯିବ ବୋଲି  କର୍ତ୍ତୃପକ୍ଷ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri