Posted inଜାତୀୟ

ଜମ୍ମୁ କଶ୍ମୀରରେ ମିଳିଲା ‘ପେନ ପିସ୍ତଲ’, ଆଲର୍ଟ ଜାରି

ଶ୍ରୀନଗର,୨୯।୮: ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ କରିବା ସେମାନଙ୍କୁ ବିପଜ୍ଜନକ ଅସ୍ତ୍ର ଯୋଗାଉଛି ପାକିସ୍ତାନ। କଶ୍ମୀରର ବାନ୍ଦିପୋରାରେ ଏକ ’ପେନ ପିସ୍ତଲ’ ମିଳିଥିବା ନେଇ ପୋଲିସ ଆଲର୍ଟ ଜାରି କରିଛି। ଦୀର୍ଘ ୨୧ବର୍ଷ ପରେ ଜମ୍ମୁ କଶ୍ମୀରରେ ଏପରି ମାରଣାସ୍ତ୍ର ଦେଖିବାକୁ ମିଳିଛି। ଏହାକୁ ଅଲ ବଦରର ଆତଙ୍କବାଦୀଙ୍କ ନିକଟରୁ ଉଦ୍ଧାର କରାଯାଇଥିବା ନେଇ ପୋଲିସ ସୂଚନା ଦେଇଛି। ପୂର୍ବତନ ଡିଜିପି ଏସପି ବୈଦ କହିଛନ୍ତି, କୌଣସି ବ୍ୟକ୍ତି ପେନ ପିସ୍ତଲ ସାହାଯ୍ୟରେ ଯେକୌଣସି ସ୍ଥାନରେ ଆକ୍ରମଣ କରିପାରିବ ତେଣୁ ପୋଲିସ ପ୍ରତି ମୁହୂର୍ତ୍ତରେ ସତର୍କ ରହିବା ଜରୁରୀ ହୋଇପଡିଛି।

ସେ କହିଛନ୍ତି, ୨୦୦୨ରେ ଅଲ ପିଲର ଆତଙ୍କବାଦୀ ଶାଫାୟତ ଜୁବାଇର ରେସିଙ୍କ ନିକଟରୁ ଏହି ପିସ୍ତଲ ଉଦ୍ଧାର କରାଯାଇଥିଲା। ବାନ୍ଦିପୋରାରେ ଆତଙ୍କବାଦକୁ ପୁନର୍ଜୀବିତ କରିବାକୁ ପାକିସ୍ତାନ ଦ୍ୱାରା ରେଶିଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

ସୂଚନାଯୋଗ୍ୟ, ପାକିସ୍ତାନ ସର୍ବଦା ଜମ୍ମୁ କଶ୍ମୀରରେ ଅଶାନ୍ତି ସୃଷ୍ଟି କରିବାକୁ ଚାହୁଁଛି। ଏହି କାରଣରୁ ସେ ସୀମାରେ ଅନୁପ୍ରବେଶ କରୁଛି। ପାକିସ୍ତାନ ପ୍ରଥମେ ଆଫଗାନିସ୍ତାନ ଆତଙ୍କବାଦୀଙ୍କୁ କଶ୍ମୀର ଉପତ୍ୟକାକୁ ପଠାଇଥିଲା ଏବଂ ବର୍ତ୍ତମାନ ଉପତ୍ୟକାରେ କାର୍ଯ୍ୟ କରୁଥିବା ଆତଙ୍କବାଦୀଙ୍କ ନିକଟକୁ ପେନ ପିସ୍ତଲ ପଠାଇବା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri