Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଭାଙ୍ଗିଲା ପେଣ୍ଡାଲ

ପୁଣେ,୮।୩: ମହାରାଷ୍ଟ୍ରର ଥାନେ ଜିଲାରେ ବୁଧବାର ପ୍ରବଳ ପବନ ଯୋଗୁ କେନ୍ଦ୍ର ଗ୍ରାମୀଣ ବିକାଶ ତଥା ପଞ୍ଚାୟତ ରାଜ ମନ୍ତ୍ରୀ ଗିରିରାଜ ସିଂଙ୍କ ଏକ କାର୍ଯ୍ୟକ୍ରମ ପେଣ୍ଡାଲ ଭୁଶୁଡି ପଡିଛି। ଶାହାପୁରରେ ଘଟିଥିବା ଏହି ଦୁର୍ଘଟଣାରେ କିଛି ମହିଳା ସାମାନ୍ୟ ଆହତ ହୋଇଛନ୍ତି। ମହିଳା ଦିବସ କାର୍ଯ୍ୟକ୍ରମରେ ଯୋଗଦେବାକୁ କେନ୍ଦ୍ର ମନ୍ତ୍ରୀ ଆସିଥିବାବେଳେ ପ୍ରବଳ ପବନ ଯୋଗୁ ଏହି ଦୁର୍ଘଟଣା ଘଟିଛି। ଅବଶ୍ୟ ମନ୍ତ୍ରୀ କାର୍ଯ୍ୟକ୍ରମ ସାରି ବାରକୁ ଯାଉଥିବାବେଳେ ଏହା ଘଟିଥିଲା।
ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ଆଖିରେ ଆଘାତ ଲାଗିଛି। ତାଙ୍କୁ ଥାନେର ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଅନ୍ୟମାନଙ୍କୁ ସ୍ଥାନୀୟ ମେଡିକାଲରେ ଚିକିତ୍ସା କରାଯାଉଥିବା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri