ପୋର୍ଟାଲରୁ ମିଳିବ ପେନ୍‌ସନ ଅର୍ଡର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କଣ୍ଟ୍ରୋଲର ଅଫ୍‌ ଆକାଉଣ୍ଟସ୍‌ କାର୍ଯ୍ୟାଳୟ ଦ୍ୱାରା ପଠାଯାଇଥିବା ପେନ୍‌ସନ ଅର୍ଡରଗୁଡ଼ିକ ଚଳିତ ବର୍ଷ ଏପ୍ରିଲ ପହିଲାଠାରୁ ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌(ଆଇଏଫ୍‌ଏମ୍‌ଏସ୍‌) ପୋର୍ଟାଲରେ ଅପ୍‌ଲୋଡ୍‌ କରାଯାଉଛି। ଅବସରପ୍ରାପ୍ତ କର୍ମଚାରୀ ଅଥବା ମୃତ କର୍ମଚାରୀଙ୍କ ଉତ୍ତରାଧିକାରୀଙ୍କୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଏନେଇ ଅବଗତ କରାଯାଉଛି। ସେମାନେ ସମ୍ପୃକ୍ତ ଟ୍ରେଜେରି/ସ୍ବତନ୍ତ୍ର ଟ୍ରେଜେରି/ସବ୍‌ଟ୍ରେଜେରି ଅଫିସରଙ୍କଠାରୁ ସେମାନଙ୍କ ପ୍ରାପ୍ୟ ପାଇବା ପାଇଁ ସାକ୍ଷାତ କରି ପାରିବେ। ଆବଶ୍ୟକ ସ୍ଥଳେ ପେନ୍‌ସନ୍‌ଭୋଗୀମାନେ ସେମାନଙ୍କ ପେନ୍‌ସନ ପେମେଣ୍ଟ ଆଦେଶ odishatreasury.gov.in ମାଧ୍ୟମରେ ଡାଉନ୍‌ଲୋଡ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri