ଆଇନରେ ପରିଣତ ହେଲା ପେନ୍‌ସନ ସଂସ୍କାର

ପ୍ୟାରିସ୍‌, ୧୬।୪:  ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍‌ରଁ ଶନିବାର ତାଙ୍କ ବିବାଦୀୟ ପେନ୍‌ସନ ସଂସ୍କାରରେ ସ୍ବାକ୍ଷର କରି ଏହାକୁ ଆଇନରେ ପରିଣତ କରିଛନ୍ତି। ଉକ୍ତ ଆଇନକୁ କାର୍ଯ୍ୟକାରୀ ନ କରିବାକୁ ବିଭିନ୍ନ ୟୁନିୟନର ନିବେଦନ ଓ ଦୀର୍ଘ ୩ ମାସ ଧରି ଆନ୍ଦୋଳନ ସତ୍ତ୍ୱେ ରାଷ୍ଟ୍ରପତି ଏହାକୁ ଭ୍ରୂକ୍ଷେପ ନ କରି ଆଇନକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ରାତାରାତି ଫ୍ରାନ୍ସ ସରକାରୀ ପତ୍ରିକାରେ ଉକ୍ତ ଆଇନ ପ୍ରକାଶ ପାଇଛି। ଶୁକ୍ରବାର କନ୍‌ଷ୍ଟିଚ୍ୟୁଶନାଲ କାଉନସିଲ୍‌ ପେନ୍‌ସନ ସଂସ୍କାରକୁ ଅନୁମୋଦନ କରିଥିଲା। ସେଥିରେ ଅବସର ଗ୍ରହଣ ବୟସକୁ ୬୨ରୁ ୬୪କୁ ବୃଦ୍ଧି କରାଯାଇଛି। ସାମ୍ବିଧାନିକ ପରିଷଦ ବିବାଦୀୟ ପେନ୍‌ସନ ସଂସ୍କାର ଯୋଜନାକୁ ଅନୁମୋଦନ କରିବା ପରେ ଏହାର ପ୍ରତିବାଦରେ
ଆନ୍ଦୋଳନକାରୀମାନେ ପ୍ୟାରିସ୍‌ ସିଟି ହଲ୍‌ ବାହାରେ ପୋଡ଼ାଜଳା କରିଥିଲେ। ମେ’ ୧ରେ ଗଣଶ୍ରମ ଦିବସ ବିକ୍ଷୋଭ କରିବାକୁ ୟୁନିୟନଗୁଡ଼ିକ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri