ପେନ୍‌ସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ଦାଖଲ ଅବଧି ୩୧ ଯାଏ ବୃଦ୍ଧି

ଭୁବନେଶ୍ୱର, ୧ା୧୨(ବ୍ୟୁରୋ):ମହାମାରୀକୁ ଦୃଷ୍ଟିରେ ରଖି ପେନ୍‌ସନଭୋଗୀଙ୍କ ବାର୍ଷିକ ଜୀବିତ ପ୍ରମାଣପତ୍ର (ଲାଇଫ୍‌ ସାର୍ଟିଫିକେଟ୍‌) ଦାଖଲ ଅବଧିକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ପ୍ରତିବର୍ଷ ପେନ୍‌ସନଭୋଗୀମାନେ ନଭେମ୍ବର ୩୦ ମଧ୍ୟରେ ଏହି ପ୍ରମାଣପତ୍ର ଦାଖଲ କରିବାର ନିୟମ ରହିଛି। ଏହାଛଡ଼ା ସେମାନଙ୍କୁ ବିବାହ କରି ନ ଥିବା, ପୁନର୍ବିବାହ ଓ ଅନ୍ୟତ୍ର ନିୟୋଜନ ସମ୍ବନ୍ଧୀୟ ଘୋଷଣାନାମା ଦେବାକୁ ପଡ଼ିଥାଏ। ରାଜ୍ୟ ସରକାର କୋଭିଡ୍‌-୧୯ର ପ୍ରଭାବ ବଳବତ୍ତର ରହିଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ତଳେ ବିତୁଛି ବୃଦ୍ଧଙ୍କ ଜୀବନ

ମହାକାଳପଡ଼ା,୨୬ା୮(ଡି.ଏନ୍‌.ଏ.): ବିଦ୍ୟାଳୟରେ ଶିକ୍ଷକ ପାଠ ପଢ଼ାଇବା ବେଳେ ପିଲାମାନଙ୍କୁ ୩ ଚୁଲି ଝିଙ୍କାର ଉଦାହରଣ ଦେଇ କୁହନ୍ତି, ପିଲେ ସଂସାରକୁ ତୁମକୁ ଆଣିଥିବା ମା’ ହେଉଛନ୍ତି...

ବୀରମହାରାଜପୁର ୧ ନଂ ଜୋନ୍‌ରେ କଂଗ୍ରେସ ଆଗରେ

ଅମରପାଲି,୨୬ା୨(ଡି.ଏନ୍‌.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍‌ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର...

ମକର ସଂକ୍ରାନ୍ତି: ମା’ ତାରା ତାରିଣୀ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୧୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ପୀଠରେ ବୁଧବାର ମକର ସଂକ୍ରାନ୍ତି ଅବସରେ ମା’ଙ୍କ ଦର୍ଶନ ଲାଗି ୫୦ ହଜାରରୁ...

ଛାତ୍ରାବାସରେ ଅଘଟଣ: ନଡ଼ିଆ ଗଛରୁ ପଡ଼ି ଛାତ୍ରଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୧୮।୧୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ ଅଲୋଡ଼ାସ୍ଥିତ ବିଜୟାନନ୍ଦ ବିଦ୍ୟାଳୟ ଅଧୀନ ଛାତ୍ରାବାସରେ ରବିବାର ଏକ ଅଘଟଣ ଘଟିଛି। ନଡ଼ିଆ ଗଛରୁ ପଡ଼ି ଜଣେ...

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ...

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ...

ଟିଟାନସ୍‌ ବଦଳରେ ଦେଇଦେଲେ କୁକୁର କାମୁଡ଼ା ଇଞ୍ଜେକ୍ସନ: ହସ୍ପିଟାଲରେ ଉତ୍ତେଜନା

ନୀଳଗିରି,୧୬ା୧୨(ସ୍ବ.ପ୍ର.): ଟିଟାନସ୍‌ ଇଞ୍ଜେକ୍ସନ ବଦଳରେ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେବା ନେଇ ନୀଳଗିରି ଉପଖଣ୍ଡ ହସ୍ପିଟାଲରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ବାଲେଶ୍ୱର ଜିଲା ନୀଳଗିରି...

ତପସ୍ବିନୀ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ବିନୀ ଦାଶ- ସୁମିତ୍‌ ସାହୁ ବିବାହ ବିବାଦ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ହାଇକୋର୍ଟ ଭରଣପୋଷଣ...

Advertisement
Archives

Model This Week