ଫେବୃୟାରି ୨୮ ସୁଦ୍ଧା ଲାଇଫ ସାର୍ଟିଫିକେଟ ଦେବେ ପେନସନଭୋଗୀ

ନୂଆଦିଲ୍ଲୀ: କୋଭିଡ ମହାମାରୀ ସମୟରେ ପେନଶନଭୋଗୀଙ୍କୁ ସରକାର ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ୨୦୨୧ ଫେବୃୟାରୀ ୨୮ ସୁଦ୍ଧା ପେନଶନଭୋଗୀ ଲାଇଫ ସାର୍ଟିଫିକେଟ ପ୍ରଦାନ କରିବାକୁ କେନ୍ଦ୍ର ସରକାର କହିଛନ୍ତି। ମହାମାରୀକୁ ଧ୍ୟାନରେ ରଖି ପେନସନଭୋଗୀଙ୍କ ଲାଇଫ ସାର୍ଟିଫିକେଟ ପ୍ରଦାନ କରିବା ଅବଧିକୁ ବଢାଯାଇଥିବା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରବିବାର କହିଛନ୍ତି। ସୂଚନା ଯୋଗ୍ୟ, ପେନଶନ ଲାଭ କରିବା ଲାଗି ବାର୍ଷିକ ଲାଇଫ ସାର୍ଟିଫିକେଟ ପ୍ରଦାନକୁ ବାଧ୍ୟତାମୂଳକ କରାଯାଇଛି। ଡିଜିଟାଲ ଲାଇଫ ସାର୍ଟିଫିକେଟ (ଡିଏଲ୍‌ସି) ସୁବିଧା ପ୍ରଦାନ କରିବା ଲାଗି ଭାରତୀୟ ପୋଷ୍ଟ ପେମେଣ୍ଟ ବ୍ୟାଙ୍କକୁ ଅନୁମତି ମିଳିଛି। ପେନଶନ ଏବଂ ପେନଶନର୍ସ ଓ୍ବେଲଫେୟାର ଡିପାର୍ଟମେଣ୍ଟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗ୍ରାମାଞ୍ଚଳରେ ରହିଥିବା ପେନଶନଭୋଗୀ ଏହା ଦ୍ୱାରା ଲାଭବାନ ହୋଇପାରିବେ। ସେହିଭଳି ଡିଜିଟାଲ ଉପାୟରେ ଘରୁ ଲାଇଫ ସାର୍ଟିଫିକେଟ ଦାଖଲ କରିବା ଲାଗି ମଧ୍ୟ ସଚେତନତା ସୃଷ୍ଟି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri