ଆଣବିକ ଅସ୍ତ୍ରଶସ୍ତ୍ରର ଭଣ୍ଡାରକୁ ଦ୍ରୁତ ଗତିରେ ବୃଦ୍ଧି କରୁଛି ଚାଇନା, ୨୦୩୫ ସୁଦ୍ଧା ୧୫୦୦ରୁ ଅଧିକ ଅସ୍ତ୍ରଶସ୍ତ୍ର ରହିବ- ପେଣ୍ଟାଗନ ରିପୋର୍ଟ

ବେଜିଂ,୩୦ ।୧୧: ପେଣ୍ଟାଗନର ଏକ ରିପୋର୍ଟରେ ଚାଇନାକୁ ନେଇ ବଡ ତଥ୍ୟା ସାମ୍ନାକୁ ଆସିଛି । ଏଥିରେ ଦର୍ଶାଯାଇଛି ଚାଇନା କିଭଳି ଦ୍ରୁତ ଗତିରେ ନିଜର ପରମାଣୁ ଅସ୍ତ୍ରଶସ୍ତ୍ରର ଭଣ୍ଡାରକୁ ବୃଦ୍ଧି କରିବାରେ ଲାଗିଛି । ଏହି ରିପୋର୍ଟରେ କୁହାଯାଇଛି ଆସନ୍ତା ପ୍ରାୟ ୧୨ ବର୍ଷ ମଧ୍ୟରେ ଚାଇନା ନିକଟରେ ୧୫୦୦ରୁ ଅଧିକ ପରମାଣୁ ଅସ୍ତ୍ରଶସ୍ତ୍ର ରହିଥିବ । ସୂଚନାଯୋଗ୍ୟ, ପେଣ୍ଟାଗନ ହେଉଛି ଆମେରିକାର ପ୍ରତିରକ୍ଷା ବିଭାଗ । ଏହା ଆଭ୍ୟନ୍ତରୀଣ ସୁରକ୍ଷା ବ୍ୟତୀତ ବିଶ୍ୱରେ ଘଟୁଥିବା ସମସ୍ତ କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର ରଖିଥାଏ । ଏହି ରିପୋର୍ଟରେ କୁହାଯାଇଛି କି ଚାଇନା ଆନୁମାନିକ ବେଗଠାରୁ ଅଧିକ ବେଗରେ କାମ କରୁଛି ଏବଂ ବର୍ତ୍ତମାନ ଚାଇନା ନିକଟରେ ୪୦୦ ପରମାଣୁ ଅସ୍ତ୍ର ରହିଛି ।
ଏହି ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ଚାଇନା କିଭଳି ଲଗାତାର ଭାବେ ଆମେରିକା ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଚାଲିଛି । ଏହି ରିପୋର୍ଟରେ କୁହାଯାଇଛି ଚାଇନା ବିଶ୍ୱର ସବୁଠାରୁ ମହାଶକ୍ତି ଭାବେ ଆମେରିକାକୁ ଚ୍ୟାଲେଞ୍ଜ ଦେବାକୁ ଚାହୁଁଛି । ସେଥିପାଇଁ ସେ ତା’ର ପରମାଣୁ ଅସ୍ତ୍ର ଭଣ୍ଡାରକୁ ବୃଦ୍ଧି କରିବାରେ ଲାଗିପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ଗୋଟିଏ ବୟାନରେ ଦୋହଲିଗଲା ଢାକାରୁ ନୂଆଦିଲ୍ଲୀ! ବାଂଲାଦେଶ ଫେରିବାକୁ କାହିଁକି ଜିଦ୍‌ ଧରିଛନ୍ତି ଶେଖ ହାସିନା?

ନୂଆଦିଲ୍ଲୀ,୨୯।୬: ଶେଖ ହାସିନାଙ୍କ ‘ଏହି ବର୍ଷ ହିଁ ବାଂଲାଦେଶ ଫେରିବି’ ବୋଲି ବୟାନ ନୂଆଦିଲ୍ଲୀରୁ ଢାକା ପର୍ଯ୍ୟନ୍ତ ରାଜନୈତିକ ହଲଚଲ୍ ବଢ଼ାଇ ଦେଇଛି। ୨୨ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri