୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ଭାଟିମୁଣ୍ଡା ଗ୍ରାମପଞ୍ଚାୟତର ପିଇଓ ଭରତ ଭୂଷଣ ମିଶ୍ରଙ୍କୁ ଲାଞ୍ଚ ନେଉଥିବା ସମୟରେ ମାଡ଼ିବସିଛି ଭିଜିଲାନ୍ସ।

ସୂଚନାଯୋଗ୍ୟ, ବକେୟା ଦରମା ଫେରାଇବା ଏବଂ ଚାକିରି ଅବଧି ବୃଦ୍ଧି କରାଇଦେବା ନାଁରେ ପିଇଓ ଲାଞ୍ଚ ଦାବି କରିଥିଲେ। ମେକାନିକ ଜଣଙ୍କ ଘଟଣାଟି ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ସୂଚନା ପାଇ, ଆଜି ଓଡ଼ିଶା ଭିଜିଲାନ୍ସର ଏକ ଟିମ୍‌ ଭରତ ଭୂଷଣଙ୍କୁ ମେକାନିକ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଛି। ଏହାସହ ଲାଞ୍ଚ ଟଙ୍କା ଜବତ କରାଯାଇଛି। ପିଇଓଙ୍କ ସହିତ ଜଡିତ ତିନୋଟି ସ୍ଥାନରେ ଏକକାଳୀନ ତଲାସ ଚାଲିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri