ପିଇଓଙ୍କ ସମ୍ପତ୍ତି ୧କୋଟିରୁ ଊର୍ଦ୍ଧ୍ୱ

ବରଗଡ଼ ଅଫିସ୍‌,୨୫।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ଓ କେଶେଇପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଉମେଶ କୁମାର ସେଠଙ୍କ ବାସଭବନରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ସେଠଙ୍କ ବରଗଡ଼ କେଶବନଗର ବାସଭବନ, ଲାଉନସରା ଗ୍ରାମର ପୈତୃକ ଘର ଏବଂ କେଲେଣ୍ଡାପାଲି ଓ କେଶେଇପାଲି ପଞ୍ଚାୟତ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ତାଙ୍କର ୧କୋଟି ୧୮ଲକ୍ଷ ୨୪ହଜାର ୪ଶହ ଟଙ୍କାର ସମ୍ପତ୍ତି ରହିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ସମ୍ବଲପୁର ଭିଜିଲାନ୍ସ ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉରେ ବରଗଡ଼ ଭିଜିଲାନ୍ସ ଡିଏସ୍‌ପି ପରମେଶ୍ୱର କିଶାନ, ଡିଏସ୍‌ପି ଏମ. ମିଞ୍ଜ, ଇନ୍ସପେକ୍ଟର ପି. ବାଗେ, ସୁଜାତା ପଣ୍ଡା, ମାନସୀ ଜେନା, ତପସ୍ବିନୀ ସେଠ, ବିଜୟ କୁମାର ପ୍ରଧାନ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ ଧରିଲା ଆନନ୍ଦପୁର ଜିଲା ଦାବି

ଆନନ୍ଦପୁର,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବି ଜୋର ଧରିଛି। ଲୋକଙ୍କ ମୌଳିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ସାଧାରଣ ଜନତା ଏବେ ଜିଲା ଦାବିର...

ସନ୍ଧ୍ୟା ୬ଟାରୁ ଦୋକାନ ବଜାର ବନ୍ଦ କଲା ପୋଲିସ

ବାଲିଅନ୍ତା,୨୧ା୩ (ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ କମିଶନରେଟ ପୋଲିସ ଅଧୀନ ବାଲିଅନ୍ତା ଥାନା ପକ୍ଷରୁ ଶୁକ୍ରବାରଠାରୁ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ସନ୍ଧ୍ୟା ୬ଟାଠାରୁ...

ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍‌ଟିପିସିର ୪, ଟିଟିପିଏସ୍‌ର ୫ ୟୁନିଟ୍‌ ବନ୍ଦ

ତାଳଚେର,୪ା୮ (ନି.ପ୍ର.)-ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର...

ଚାଷୀଙ୍କୁ ମିଳୁନି କୃଷି ଋଣ: ୧୪ ସେବା ସମିତିରେ ଅବ୍ୟବସ୍ଥା

ଖଇରା, ୨୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭଦ୍ରକ-ବାଲେଶ୍ୱର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଖଇରା ଶାଖାରେ କର୍ମଚାରୀ ଅଭାବ ଯୋଗୁ ୧୪ ସେବା ସମବାୟ ସମିତିର ୨ଶହରୁ ଊର୍ଦ୍ଧ ଚାଷୀଙ୍କର...

ଡାକବଙ୍ଗଳା ବଜାରରେ ଭୋରୁ ଲାଗିଲା ନିଆଁ: ଚାହୁଁ ଚାହୁଁ ଜଳିଗଲା ୪ ଦୋକାନ

ଭୋଗରାଇ,୨୩।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ ଡ଼ାକବଙ୍ଗଳା ବଜାରରେ ବୁଧବାର ଭୋରରୁ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ଟି ଦେକାନରେ ନିଆଁ ଲାଗି ଲଖ୍ୟଧିକ...

ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

ଖୁଣ୍ଟୁଣୀ,୫।୮(ଡି.ଏନ୍‌.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ...

ଯୁବବର୍ଗଙ୍କୁ ମିଳିବ ରୋଜଗାର ସୁଯୋଗ

ଢେଙ୍କାନାଳ ଅଫିସ,୨୭।୧୦: ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ୍‌ଠାରେ ଆସନ୍ତା ନଭେମ୍ବର ୬ ପୂର୍ବାହ୍ନ ୯ଟାରେ କୌଶଳ ମହୋତ୍ସବ ତଥା ରୋଜଗାର ମେଳା ଅନୁଷ୍ଠିତ ହେବ।...

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ...

Advertisement
Archives

Model This Week