ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନାଁରେ ମିଛ ପ୍ରଚାର କରି ପିଇଓ ସସ୍‌ପେଣ୍ଡ

ମୁନିଗୁଡା,୮/୨(ରାଧେଶ୍ୟାମ ଅଗ୍ରୱାଲ): (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)ବିଏସକେୱାଇ ଯୋଜନା ନାଁରେ ମିଛ ପ୍ରଚାର କରି ସସପେଣ୍ଡ ହେଲେ ପାତ୍ରଗୁଡା ପିଇଓ ପ୍ରଭାକର ନାଲା। ତେବେ ଜିଆରଏସ ଗଣେଶ ପୂଜାରି ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ପାତ୍ରଗୁଡା ପଞ୍ଚାୟତର ଶହଦେବ ପ୍ରାସ୍କାଙ୍କୁ ବିଏସକେୱାଇ କାର୍ଡ ନାଁରେ କିଡନୀ ଅସ୍ତ୍ରପ୍ରଚାର କରାଯାଇଥିବା କହି ପୋଷ୍ଟର ଓ ବୁକଲେଟ କରି ମିଛ ପ୍ରଚାର କରାଯାଇଥିଲା। ଏନେଇ ଖବର ପ୍ରସାରଣ ପରେ ଜିଲା ପ୍ରଶାସନ ପଦକ୍ଷେପ ନେଇଥିବା ଜଣାପଡିଛି। ହେଲେ ବଡକଥା ହେଲା ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଜିଆରଏସଙ୍କ ଉପରେ କାହିଁକି ପଦକ୍ଷେପ ନେଲାନାହିଁ ପ୍ରଶାସନ ତାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri