ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ମାସକୁ ଦରମା ରହିଛି…

ଭୁବନେଶ୍ୱର,୨୯ା୧୧: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ ରଖି ଦରମା ଦେଉଥିଲେ। ପଞ୍ଚାୟତ ଫଣ୍ଡ୍‌ରୁ ପିଅନଙ୍କୁ ଦରମା ଦିଆଯାଉଥିଲା। ଏବେ ରାଜ୍ୟ ସରକାର ଦରମା ଦେବେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri