ବିଳମ୍ବ ନ କରି ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ, ପାଗକୁ ଦେଖି ବିଳମ୍ବ ନ କରି ଲୋକଙ୍କୁ ସ୍ଥାନାନ୍ତର ଆରମ୍ଭ କରିବା ସହ ଆସନ୍ତାକାଲି ଅପରାହ୍ନ ସୁଦ୍ଧା ସ୍ଥାନାନ୍ତରଣ ଶେଷ କରିବାକୁ କହିଛନ୍ତି। ଲୋକଙ୍କ ସ୍ଥାନାନ୍ତରଣକୁ ଗୁରୁତର ସହ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଠିକାଦାର ଅସ୍ଥାୟୀ କ୍ୟାମ୍ପରୁ ନିର୍ମାଣ ଶ୍ରମିକଙ୍କୁ ନିରାପଦ ସ୍ଥାନକୁ ନିଅନ୍ତୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ବୋଲି କହିଛନ୍ତି ଏସ୍‌ଆର୍‌ସି। ବାତ୍ୟା ‘ୟାସ’ ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲାରେ ଉଦ୍ଧାରକାର୍ଯ୍ୟ ଓ ରିଲିଫ୍‌ ପାଇଁ ବରିଷ୍ଠ ସଚିବଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri