କଟକଣାକୁ ଫୁ: ଲୋକେ ଉତ୍ସାହିତ ହୋଇ ସ୍ବାଗତ କଲେ ବୋଲି କହିଲେ ବିଧାୟିକା

ବରଗଡ଼ ଅଫିସ,୨୪।୪: କରୋନା ମୁକାବିଲା ପାଇଁ କଟକଣାକୁ କଡାକଡି କରାଯାଇଛି। ହେଲେ ବରଗଡ଼ ଜିଲା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଅତାବିରା ନିର୍ବାଚନ ମଣ୍ଡଳୀ ଅଧୀନ ଭେଡ଼େନ ବ୍ଲକର ଥୁଆପାଲି ଏବଂ ଗୁରୁପାଲି ଗ୍ରାମରେ ଶୁକ୍ରବାର, ଶନିବାର ୨ଟି ଜନଗହଳି କାର୍ଯ୍ୟକ୍ରମରେ ବିଧାୟିକା ଯୋଗଦେବା ଏବଂ ଗୋଟିଏ କାର୍ଯ୍ୟକ୍ରମରେ ପୋଲିସ ଉପସ୍ଥିତିରେ ଶୋଭାଯାତ୍ରା ହେବା ଏବେ ଚର୍ଚ୍ଚାର ବିଷୟ ହୋଇଛି । ଜିଲା କଂଗ୍ରେସ ସଭାପତି ନିହାର ମହାନନ୍ଦ ଏଭଳି ଅଭିଯୋଗ ଆଣି ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଏ ସମ୍ପର୍କରେ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପଚାରିବାରୁ ସୀମିତ ଲୋକଙ୍କ ଗହଣରେ କୋଭିଡ୍‌ କଟକଣା ମଧ୍ୟରେ କାର୍ଯ୍ୟକ୍ରମ ହେବାର ଥିଲା। ସ୍ଥାନୀୟ ମହିଳାମାନେ ତାଙ୍କୁ ସ୍ବାଗତ କରିବା ପାଇଁ ସେଠାକୁ ଆସିଥିଲେ ଏବଂ ସମସ୍ତେ ମାସ୍କ ପରିଧାନ କରିଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri