କଟକଣାକୁ ଫୁ: ଲୋକେ ଉତ୍ସାହିତ ହୋଇ ସ୍ବାଗତ କଲେ ବୋଲି କହିଲେ ବିଧାୟିକା

ବରଗଡ଼ ଅଫିସ,୨୪।୪: କରୋନା ମୁକାବିଲା ପାଇଁ କଟକଣାକୁ କଡାକଡି କରାଯାଇଛି। ହେଲେ ବରଗଡ଼ ଜିଲା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଅତାବିରା ନିର୍ବାଚନ ମଣ୍ଡଳୀ ଅଧୀନ ଭେଡ଼େନ ବ୍ଲକର ଥୁଆପାଲି ଏବଂ ଗୁରୁପାଲି ଗ୍ରାମରେ ଶୁକ୍ରବାର, ଶନିବାର ୨ଟି ଜନଗହଳି କାର୍ଯ୍ୟକ୍ରମରେ ବିଧାୟିକା ଯୋଗଦେବା ଏବଂ ଗୋଟିଏ କାର୍ଯ୍ୟକ୍ରମରେ ପୋଲିସ ଉପସ୍ଥିତିରେ ଶୋଭାଯାତ୍ରା ହେବା ଏବେ ଚର୍ଚ୍ଚାର ବିଷୟ ହୋଇଛି । ଜିଲା କଂଗ୍ରେସ ସଭାପତି ନିହାର ମହାନନ୍ଦ ଏଭଳି ଅଭିଯୋଗ ଆଣି ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । ଏ ସମ୍ପର୍କରେ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପଚାରିବାରୁ ସୀମିତ ଲୋକଙ୍କ ଗହଣରେ କୋଭିଡ୍‌ କଟକଣା ମଧ୍ୟରେ କାର୍ଯ୍ୟକ୍ରମ ହେବାର ଥିଲା। ସ୍ଥାନୀୟ ମହିଳାମାନେ ତାଙ୍କୁ ସ୍ବାଗତ କରିବା ପାଇଁ ସେଠାକୁ ଆସିଥିଲେ ଏବଂ ସମସ୍ତେ ମାସ୍କ ପରିଧାନ କରିଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାମ ରାଉତଙ୍କ କାର୍‌ ଭଙ୍ଗାରୁଜା ଘଟଣା: ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଗିରଫ

କୁଜଙ୍ଗ/ରାହାମା,୨୧ା୨(ଡି.ଏନ୍‌.ଏ.):ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କ କାର୍‌କୁ ଭଙ୍ଗାରୁଜା କରିବା ଘଟଣାରେ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ପୋଲିସ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଜଣଙ୍କୁ...

କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ

ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ...

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ...

ଦୋଷ ମାନିଲେ ଅଧିକାରୀ: ନାମ ଲେଖାଇଥିବା ପିଲାଙ୍କର ଅସୁବିଧା ହେବନି: ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ୨ ନାମଲେଖା କ୍ଷେତ୍ରରେ ବଡ଼ଧରଣର ତ୍ରୁଟି ଧରିତ୍ରୀ ଦୃଷ୍ଟିକୁ ଆସିବାପରେ ଏନେଇ ‘ପିଲା ଯିବେ କୁଆଡ଼େ’ ଶୀର୍ଷକ...

ସମ୍ବେଦନଶୀଳ ଅଞ୍ଚଳରେ ଟେଷ୍ଟିଂକୁ ଗୁରୁତ୍ୱ

କଟକ ଅଫିସ,୨୪।୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେଥିଲାଗି ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ଟେଷ୍ଟିଂକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ଆର୍‌ଟି-ପିସିଆର ଓ...

ବିବାହ କରିବାକୁ କହି ଠକିନେଲେ ୨୫ ଲକ୍ଷ

ଭୁବନେଶ୍ୱର,୧୮।୨(ବ୍ୟୁରେ): ପ୍ରଥମେ ବନ୍ଧୁତା, ପରେ ପ୍ରେମ। ସମ୍ପର୍କ ଆଗକୁ ବଢ଼ିବା ପରେ ବିବାହ କରିବାକୁ କହି ଯୁବତୀଙ୍କଠାରୁ ଠକିନେଲେ ୨୫ ଲକ୍ଷ। ପ୍ରତାରଣା ଓ ଠକେଇର...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ...

ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ

ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ...

Advertisement
Archives

Model This Week