Posted inଫୁରସତ

ଲୋକେ କରୁଛନ୍ତି ଏଭଳି ପାଣିଟାଙ୍କି, ସୋସିଆଲ ମିଡ଼ିଆରେ ହେଉଛି ଭାଇରାଲ…

ଚଣ୍ଡିଗଡ଼,୩୦।୧୦: ଛାତ ଉପରେ କରାଯାଇଥିବା ନିଆରା ପାଣିଟାଙ୍କି ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଭଳି ପାଣିଟାଙ୍କି ପଞ୍ଜାବର କେତେକ ଅଞ୍ଚଳରେ କରାଯାଉଛି। ତେବେ ଜଳନ୍ଧରର ଉପ୍ପାଲ ଭୁପା ଗାଁରେ ଲୋକଙ୍କ ମଧ୍ୟରେ ଏରୋପ୍ଲେନ୍‌, ପଦ୍ମଫୁଲ, ଗୃହପାଳିତ ତଥା ଜଙ୍ଗଲୀ ପ୍ରାଣୀ, ପାଣି ଜାହାଜ ଆଦି ଆକୃତିର ପାଣି ଟାଙ୍କି କରାଯାଉଛି।

ସେମାନଙ୍କୁ ଅନୁକରଣ କରି ରାଜ୍ୟର ଅନ୍ୟ ଅଞ୍ଚଳରେ ମଧ୍ୟ ଏଭଳି କାର୍ଯ୍ୟ ଜାରି ରହିଛି। ଅଧିକ ଲୋକ ଏରୋପ୍ଲେନ୍‌ ଆକୃତି ପାଣିଟାଙ୍କି ଉପରେ କରିବାକୁ ପସନ୍ଦ କରୁଥିବା ଗାଁର ବରିଷ୍ଠ ସଦସ୍ୟ ମୁଖତିଆର ସିଂ କହିଛନ୍ତି।

କେତେକ ଲୋକ ଘୋଡ଼ା, ଡାଇନୋସର ଏବଂ ଅନ୍ୟ ଆକୃତି ମଧ୍ୟ ପାଣିଟାଙ୍କି ଉପରେ କରୁଛନ୍ତି ବୋଲି ସେ କହିଛନ୍ତି। ଏହାଦ୍ୱାରା ତାଙ୍କ ଗାଁକୁ ଏବେ ବହୁ ପର୍ଯ୍ୟଟକ ଆସିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri