ଲୋକେ ଆତଙ୍କିତ, ୭ ନଭେମ୍ବର ପର୍ଯ୍ୟନ୍ତ କାଫେ-ରେଷ୍ଟୁରାଣ୍ଟ-ଦୋକାନ ବନ୍ଦ…

ମସ୍କୋ,୨୫।୧୦: କରୋନା ମହାମାରୀ ପୁଣି ଥରେ ଫେରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରୁଷିଆର ସେଣ୍ଟ୍‌ ପିଟର୍ସବର୍ଗରେ ୭ ନଭେମ୍ବର ପର୍ଯ୍ୟନ୍ତ କାଫେ, ରେଷ୍ଟୁରାଣ୍ଟ, ଦୋକାନ ଆଦିକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅପରପକ୍ଷରେ ଔଷଧ ଦୋକାନ ଏବଂ ଅନ୍ୟ ଅତ୍ୟାବଶ୍ୟକ ସେବା ଏହି ସମୟରେ ପୂର୍ବ ଭଳି ଜାରି ରହିବ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେଲୁନ, ଷ୍ଟାଡ଼ିୟମ୍‌, ଜିମ୍‌, ପାର୍କ ସମେତ ଅନ୍ୟ ସର୍ବସାଧାରଣ ସ୍ଥଳକୁ ବନ୍ଦ କରାଯିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଆଦେଶ ଅକ୍ଟୋବର ୩୦ରୁ ଲାଗୁ ହେବ।

ସଂକ୍ରମଣ ସ୍ଥିତିରେ ସୁଧାର ନ ଆସିଲେ ପରେ ପୁଣି ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ କହିଛି। ଗତ ୨୪ ଘଣ୍ଟାରେ ସେଣ୍ଟ୍‌ ପିଟର୍ସବର୍ଗରେ ୩,୩୬୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri