ଥାନାରେ ପଶି ପୋଲିସକୁ ନିର୍ଧୁମ ଛେଚିଲେ ଲୋକେ

ପାରଳାଖେମୁଣ୍ଡି,୧୩।୯(ଡି.ଏନ୍‌.ଏ.): ଗଞ୍ଜେଇ ଜବତ ଓ ଗିରଫଦାରିକୁ ନେଇ ଲୋକେ ପୋଲିସକୁ ନିର୍ଧୁମ ପିଟିବା ସହ ଥାନା ଭଙ୍ଗାରୁଜା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଝରଣପୁର ଗାଁରେ । ସୋମବାର ଅଡ଼ବା ପୋଲିସ ଝରଣପୁର ଗାଁରେ ଚଢ଼ାଉ କରି ୨୦୭ କେଜି ଗଞ୍ଜେଇ ଜବତ କରିଥିଲା । ଏହି ଘଟଣାରେ ଗାଁର ବିଶ୍ୱନାଥ ଭୂୟାଁ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଥିଲା। ତେବେ ପୋଲିସ ମିଥ୍ୟା ମାମଲା ରୁଜୁ କରିବା ସହ ବିଶ୍ୱନାଥଙ୍କୁ ବେଆଇନ ଭାବେ ଘରୁ ଉଠାଇ ନେଇ ଗିରଫ କରିଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ମଙ୍ଗଳବାର ଶତାଧିକ ଲୋକେ ଥାନା ଘେରାଉ କରି ପୋଲିସକୁ ମାଡ଼ଦେବା ସହ ଭଙ୍ଗାରୁଜା କରିଛନ୍ତି। ଥାନା ଆଗରେ ଧାରଣା ଦେଇ ତୁରନ୍ତ ବିଶ୍ୱନାଥଙ୍କୁ ଛାଡିବାକୁ ସେମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ଝିଅ ପବିତ୍ର ସମ୍ପର୍କରେ କଳଙ୍କ: ୭ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରି ଗିରଫ ବାପା

ପାଟଣା,୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ନିଶାରେ ଜଣେ ବାପା ୭ ବର୍ଷର ଶିଶୁ କନ୍ୟାକୁ ସୋମବାର...

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ବିନା ଫିଟ୍‌ନେସ,ଇନ୍ସ୍ୟୁରାନ୍ସରେ ଚାଲୁଥିଲା ଆମ୍ବୁଲାନ୍ସ

ବାରିପଦା ଅଫିସ,୧୧ା୧୦- ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ପ୍ରସୂତିଙ୍କୁ ନେଇ ବାରିପଦା ମେଡିକାଲ ଆଣୁଥିବା ବେଳେ ଆମ୍ବୁଲାନ୍ସର ତେଲ ସରିଯାଇଥିଲା। ଫଳରେ ଅଧାବାଟରେ ଦୀର୍ଘ ସମୟ...

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଆତ୍ମହତ୍ୟା ! କାରଣ ଅସ୍ପଷ୍ଟ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.): ଆତ୍ମହତ୍ୟା କରିଛନ୍ତି ବାରଙ୍ଗ ଥାନା ଏଏସ୍‌ଆଇ ଅଶୋକ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ତାଙ୍କ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର...

‘୧୮ତାରିଖ ସୁଦ୍ଧା ରିପୋର୍ଟ ଦିଅ’: କୃଷି ବିଭାଗକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବାହାନଗା, ୧୩ା୧୧(ଡି.ଏନ.ଏ.)-ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ବୁଲବୁଲ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ହୋଇଛି। ଏହାକୁ ନେଇ ଚାଷୀମାନେ...

ବୈଠକ ବର୍ଜନ, ଧାରଣା ଦେଲେ ପଞ୍ଚାୟତ ପ୍ରତିନିଧି

ବନ୍ତଳା,୧୮ା୧(ଡି.ଏନ.ଏ.) – ଅନୁଗୋଳ ବ୍ଲକ ପ୍ରଶାସନ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ...

ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା...

ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ...

ମହାନଦୀରେ ବନ୍ୟା

ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ...

Advertisement
Archives

Model This Week