ଥାନାରେ ପଶି ପୋଲିସକୁ ନିର୍ଧୁମ ଛେଚିଲେ ଲୋକେ

ପାରଳାଖେମୁଣ୍ଡି,୧୩।୯(ଡି.ଏନ୍‌.ଏ.): ଗଞ୍ଜେଇ ଜବତ ଓ ଗିରଫଦାରିକୁ ନେଇ ଲୋକେ ପୋଲିସକୁ ନିର୍ଧୁମ ପିଟିବା ସହ ଥାନା ଭଙ୍ଗାରୁଜା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଝରଣପୁର ଗାଁରେ । ସୋମବାର ଅଡ଼ବା ପୋଲିସ ଝରଣପୁର ଗାଁରେ ଚଢ଼ାଉ କରି ୨୦୭ କେଜି ଗଞ୍ଜେଇ ଜବତ କରିଥିଲା । ଏହି ଘଟଣାରେ ଗାଁର ବିଶ୍ୱନାଥ ଭୂୟାଁ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଥିଲା। ତେବେ ପୋଲିସ ମିଥ୍ୟା ମାମଲା ରୁଜୁ କରିବା ସହ ବିଶ୍ୱନାଥଙ୍କୁ ବେଆଇନ ଭାବେ ଘରୁ ଉଠାଇ ନେଇ ଗିରଫ କରିଥିବା ଲୋକେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ମଙ୍ଗଳବାର ଶତାଧିକ ଲୋକେ ଥାନା ଘେରାଉ କରି ପୋଲିସକୁ ମାଡ଼ଦେବା ସହ ଭଙ୍ଗାରୁଜା କରିଛନ୍ତି। ଥାନା ଆଗରେ ଧାରଣା ଦେଇ ତୁରନ୍ତ ବିଶ୍ୱନାଥଙ୍କୁ ଛାଡିବାକୁ ସେମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ...

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି...

ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା...

ଆର୍‌ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର ଓ ଅମିନ ପରୀକ୍ଷାରେ...

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ...

ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯...

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ...

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri