ଆର୍ଥିକ ଅସୁବିଧା ଦେଇ ଗତି କରୁଛନ୍ତି କି? ଆପଣାନ୍ତୁ ଚାଣକ୍ୟଙ୍କ ଏସବୁ ଉପାୟ

ଜୀବନର ଛୋଟବଡ଼ ଆବଶ୍ୟକତାକୁ ପୂରଣ କରିବାକୁ ଧନର ଆବଶ୍ୟକତା ପଡ଼ିଥାଏ। ଏଥିନେଇ ସମସ୍ତେ ଅଧିକରୁ ଅଧିକ ଧନ ରୋଜଗାର କରିବାକୁ ଚାହିଁଥାନ୍ତି। ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିଲେ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏପରିସ୍ଥିତିରେ ଚାଣକ୍ୟ ନୀତିରେ ଲିଖିତ ଏସବୁ କଥାକୁ ପାଳନ କରିବା ଦ୍ୱାରା ଧନ ସମ୍ବନ୍ଧୀୟ ଅସୁବିଧା ଦୂର ହୋଇଥାଏ।

ଧନ ଖର୍ଚ୍ଚ ପୂର୍ବରୁ କରନ୍ତୁ ବିଚାର: ଚାଣକ୍ୟ କୁହନ୍ତି ବୁଝି ବିଚାରି ଧନ ଖର୍ଚ୍ଚ କରିବା ଉଚିତ। ଯିଏ ଏଭଳି ନ କରନ୍ତି ତେବେ ତାଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ।

ସଠିକ ଉପାୟରେ କରନ୍ତୁ ଧନ ବ୍ୟୟ: ବିପଦ ସମୟରେ ଧନ ବ୍ୟକ୍ତିର ସବୁଠାରୁ ବଡ଼ ବନ୍ଧୁ ପାଲଟେ। ଏଭଳିସ୍ଥିତିରେ ସଠିକ ଉପାୟରେ ଧନ ବ୍ୟୟ କରନ୍ତୁ। ଚାଣକ୍ୟ କୁହନ୍ତି ଯେଉଁ ବ୍ୟକ୍ତି ଧନ ସଞ୍ଚୟ କରେ, ଧନବ୍ୟୟ ଠିକ୍‌ ଭାବେ କରିଥାଏ, ତାଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡେ ନାହିଁ।

ଭୁଲ କାମରେ ଲଗାନ୍ତୁ ନାହିଁ ଟଙ୍କା: ଚାଣକ୍ୟ କୁହନ୍ତି ଧନର ବ୍ୟବହାର ଭଲ କାମରେ କରିବା ଉଚିତ। ଯେଉଁ ଲୋକ ଟଙ୍କାକୁ ଭୁଲ କାମରେ ବ୍ୟବହାର କରିଥାନ୍ତି, ଜୁଆ ଖେଳନ୍ତି, ଅନ୍ୟ ଲୋକଙ୍କୁ ଅସୁବିଧା ପକାଇବାକୁ ଚେଷ୍ଟା କରିଥାନ୍ତି, ସେମାନେ ଅସୁବିଧାରେ ପଡ଼ିଥାନ୍ତି।

ଲୋକଙ୍କ ସହାୟତା କରିବାକୁ ପଛଘୁଞ୍ଚା କରନ୍ତୁ ନାହିଁ: ଚାଣକ୍ୟ କୁହନ୍ତି ଧନବାନ ହେବା ପରେ ମନୁଷ୍ୟଙ୍କୁ ସେବାରେ ମନୋନିବେଶ କରିବା ଉଚିତ। କାରଣ ଶାସ୍ତ୍ରରେ ଦାନପୂଣ୍ୟର ମହତ୍ତ୍ୱ ରହିଛି। ଏଥିପାଇଁ ଆବଶ୍ୟକତା ସହରେ ଲୋକଙ୍କ ସହାୟତା କରିବା ଉଚିତ। ଧନ ଥିଲେ ଅହଙ୍କାର କରିବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri