Posted inଜାତୀୟ

ପୋଲିସ ହାଜତରେ ମରିଛନ୍ତି ୩୪୮ ଜଣ

ନୂଆଦିଲ୍ଲୀ, ୪ା୮: ଗତ ୩ ବର୍ଷ ମଧ୍ୟରେ ପୋଲିସ ହାଜତରେ ଥିବାବେଳେ ୩୪୮ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆହୁରି ୧,୧୮୯ ଜଣଙ୍କ ଉପରେ ଅତ୍ୟାଚାର ହୋଇଥିବା ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଦ୍ୱାରା ସଂଗୃହୀତ ତଥ୍ୟ ଆଧାରରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି, ୨୦୧୮ରେ ପୋଲିସ କଷ୍ଟୋଡିରେ ୧୩୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୧୯ରେ ୧୧୨ ଏବଂ ୨୦୨୦ରେ ୧୦୦ ଅଭିଯୁକ୍ତଙ୍କ ଜୀବନ ଯାଇଛି। ୨୦୧୮ରେ ୫୪୨, ୨୦୧୯ରେ ୪୧୧ ଏବଂ ୨୦୨୦ରେ ୨୩୬ ଜଣ ଲୋକ ହାଜତରେ ପୋଲିସ ଅତ୍ୟାଚାରର ଶିକାର ହୋଇଥିବା ମନ୍ତ୍ରୀ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଙ୍ଗୀରପୁରୀ ହିଂସା ଘଟଣାରେ ଆଉ ଜଣେ ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ ହୋଇଥିବା ହିଂସା ଘଟଣାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଆଉ ଜଣେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।...

ସୁହେଲଦେବ ସ୍ମାରକର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୧୬ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନସିଂ ଜରିଆରେ ଶ୍ରାବସ୍ତିର ମହାନ ଯୋଦ୍ଧା ମହାରାଜା ସୁହେଲଦେବଙ୍କ ୪.୨୦ ମିଟର ଉଚ୍ଚ ପ୍ରତିମାର ନିର୍ମାଣ...

ହେଲିକପ୍ଟର ମନିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ପ୍ରଭାବକୁ ଶେଷ କରିବା ଲାଗି ଏବେ ଲକ୍‌ଡାଉନ ଲାଗି ରହିଛି। ମଙ୍ଗଳବାର ଯାଏ ଲକ୍‌ଡାଉନ ଅବଧି ରହିଥିବା ବେଳେ ଏହାକୁ ବଢ଼ାଇବା ଲାଗି...

‘ଦୁଇ ଭାଗରେ ବାଣ୍ଟି ହୋଇଛି ଭାରତ’

ନୂଆଦିଲ୍ଲୀ,୨।୨: ଭାରତ ଏବେ ଦୁଇ ଭାଗରେ ବାଣ୍ଟି ହୋଇଛି। ଗୋଟିଏ ଭାରତରେ କେବଳ ଅତ୍ୟଧିକ ଧନୀଙ୍କ ପାଇଁ। ଏହି ଦେଶରେ ସେମାନେ ରହୁଛନ୍ତି, ଯେଉଁମାନଙ୍କ ପାଖରେ...

ଶକରଗଡ଼ ଲଞ୍ଚପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ: ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ସ୍ଥାନୀୟ ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା...

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ...

ଦିଲ୍ଲୀ-ଏନ୍‌ସିଆରରେ ପ୍ରଦୂଷଣକୁ ନେଇ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ-ଏନ୍‌ସିଆରରେ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଦେଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏହି ମାମଲାର ଶୁଣାଣି କରିବା ସମୟରେ ଉକ୍ତ ସହରରେ ସକାଳ ୬ଟାରୁ...

ବିରୋଧୀଙ୍କୁ ଏକଜୁଟ କରିବା ପାଇଁ କଂଗ୍ରେସର ନୂଆ ଅଭିଯାନ: ଆସନ୍ତା ୨୦ରେ ବୈଠକ ଡକାଇଲେ ସୋନିଆ

ନୂଆଦିଲ୍ଲୀ,୧୩।୮: ଭାଜପା ସରକାର ବିରୋଧରେ ବିରୋଧୀ ଦଳ ଲଗାତର ଭାବେ ଏକଜୁଟ ହେଉଥିବାର ଦେଖିବାକୁ ମିଳିଛି। କିଛି ଦିନ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ...

Advertisement
Archives

Model This Week