ଲୋକଙ୍କ ପେଟରେ ଦାନା ନାହିଁ, ଶ୍ରୀଲଙ୍କାରେ ୩୬ ଘଣ୍ଟିଆ ଲକ୍‌ଡାଉନ୍‌-କର୍ଫ୍ୟୁ ଜାରି…

କଲମ୍ବୋ, ୨।୪ : ଶ୍ରୀଲଙ୍କାରେ ଧୀରେଧୀରେ ସଙ୍କଟ ଘନେଇବାରେ ଲାଗିଛି। ଲୋକଙ୍କ ପେଟରେ ଦାନା ନଥିବାବେଳେ ଭୋକିଲାଙ୍କ ମଧ୍ୟରେ ଦେଖାଦେଉଥିବା ପ୍ରଦର୍ଶନ ଏବହ ଆନ୍ଦୋଳନ ଭାବନାକୁ ଦୃଷ୍ଟିରେ ରଖି ସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଶ୍ରୀଲଙ୍କାରେ ୩୬ ଘଣ୍ଟିଆ ଲକ୍‌ଡାଉନ୍‌ ଏବଂ କର୍ଫ୍ୟୁ ଜାରି କରାଯାଇଛି।

ଦେଶରେ ପ୍ରତିଦିନ ୧୩ ଘଣ୍ଟିଆ ବିଦ୍ୟୁତ୍‌ କାଟ ଜାରି ରହିଛି। ସେହିପରି ଖାଦ୍ୟ ଅଭାବ ଏବଂ ଡିଜେଲର ଅଭାବ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ପ୍ରଦର୍ଶନକାରୀଙ୍କୁ ବିନା ଓ୍ବାରେଣ୍ଟରେ ଗିରଫ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ମିଲିଟାରୀ ବାହିନୀଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri