Odisha Elections 2024

ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ ଲୋକେ

କୁଚିଣ୍ଡା,୧୭ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ବକ୍ସମା ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଲୋକେ ଅନ୍ଧାରରେ ରହୁଥିବା ଅଭିଯୋଗ କରିଛନ୍ତି। ଶନିବାର ସକାଳୁ ବିଦ୍ୟୁତ୍‌ କଟି ରାତି ପ୍ରାୟ ୭ଟାରେ ଆସିଥିଲା। ସେହିଭଳି ରବିବାର ସକାଳେ ଓ ଅପରାହ୍ନରେ କିଛି ସମୟ ପାଇଁ ଲାଇନ ଆସି ପୁଣି କଟିଥିବାରୁ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିଲେ। ବକ୍ସମା ଅଞ୍ଚଳକୁ ଲସା ଗ୍ରୀଡ୍‌ରୁ ବିଦ୍ୟୁତ୍‌ ସଂଯୋଗ ହେଉଥିବା ବେଳେ ଅଧିକାଂଶ ସମୟ ଏଭଳି ସମସ୍ୟା ସୃଷ୍ଟି ହେଉଛି। ବିଭାଗୀୟ ଅଧିକାରୀଙ୍କ ବେପରୁଆ ନୀତି ଯୋଗୁ ଏଭଳି ସମସ୍ୟା ଦେଖାଦେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ କୁଚିଣ୍ଡା ଡିଭିଜନ ସହକାରୀ ଯନ୍ତ୍ରୀ ସୁବ୍ରତ କୁମାର ପଣ୍ଡାଙ୍କ ମତାମତ ନିଆଯିବାରୁ ବିଦ୍ୟୁତ୍‌ ସମସ୍ୟାକୁ ସ୍ବୀକାର କରି ପ୍ରବଳ ବର୍ଷା ଯୋଗୁ ଏଭଳି ବିଭ୍ରାଟ ହେଉଛି। କର୍ମଚାରୀ କାମ କରୁଛନ୍ତି, ଶୀଘ୍ର ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri