Posted inଜାତୀୟ

ଉତ୍ତରପ୍ରଦେଶରେ ପରିବର୍ତ୍ତନ ଚାହୁଁଛନ୍ତି ଲୋକେ !…

ଲକ୍ଷ୍ନୌ, ୨୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ରାଜ୍ୟରେ ଲୋକେ ପରିବର୍ତ୍ତନ ଚାହଁୁଥିବା ଏକ ସର୍ଭେରୁ ଜଣାପଡିଛି। ଏବିପି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ୨୦ ନଭେମ୍ବର, ୧୮ ଡିସେମ୍ବର ଏବଂ ୨୨ ଜାନୁୟାରୀରେ ହୋଇଥିବା ସର୍ଭେରୁ ଜଣାପଡ଼ିଛି ଯେ ୪୭ ପ୍ରତିଶତ ଲୋକେ ରାଜ୍ୟରେ ପରିବର୍ତ୍ତନ ଚାହୁଁଛନ୍ତି।

ସେମାନେ ସରକାରଙ୍କ ଉପରେ ଅସନ୍ତୁଷ୍ଟ ଅଛନ୍ତି। ସେହିପରି ୨୭ ପ୍ରତିଶତ ଲୋକ ଅସନ୍ତୁଷ୍ଟ ଅଛନ୍ତି କିନ୍ତୁ ସରକାର ପରିବର୍ତ୍ତନ କରିବାକୁ ଚାହୁଁ ନ ଥିବା ମତାମତ ଦେଇଛନ୍ତି। ଅପରପକ୍ଷରେ ୨୬ ପ୍ରତିଶତ ଲୋକ ସରକାରଙ୍କ ଉପରେ ଅସନ୍ତୁଷ୍ଟ ନାହାନ୍ତି କି ସରକାରଙ୍କୁ ପରିବର୍ତ୍ତନ କରିବାକୁ ଚାହୁଁ ନାହାନ୍ତିି ବୋଲି ମତପୋଷଣ କରିଛନ୍ତି।

ସି-ଭୋଟର ଫଳାଫଳ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ‘ଝାଲମୁଢ଼ି’ ଖୁଆଇଥିବା ଦୋକାନୀଙ୍କ ମାସିକ ଆୟ ଜାଣିଲେ ଉଡ଼ିଯିବ ହୋସ୍‌

କୋଲକାତା,୨୧।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବାକୁ ନେଇ ଚର୍ଚ୍ଚା ଜୋର ଧରିଛି। କିନ୍ତୁ ତାଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତି…

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ…

ଇସଲାମାବାଦ ଆଲୋଚନାରେ ନୂଆ ଟୁଇଷ୍ଟ! ଯୋଗ ଦେବେ ଟ୍ରମ୍ପ, ଇରାନ ପାଇଁ ଏହା ସରପ୍ରାଇଜ ନାଁ ଆଶ୍ଚର୍ଯ୍ୟକର ଘଟଣା? ଜାଣନ୍ତୁ…

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଇସଲାମାବାଦରେ ହେବାକୁ ଥିବା ଇରାନ ସହିତ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି; କିନ୍ତୁ, ସେ ବ୍ୟକ୍ତିଗତ ଭାବରେ ଯୋଗ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

ରାତିରେ ଏତିକି ଘଣ୍ଟା ଶୋଉଛନ୍ତି ଭାରତର ମୁଖ୍ୟ ବିଚାରପତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୪: ମଦୁରାଇ ଜିଲା କୋର୍ଟ ପରିସରରେ ଅତିରିକ୍ତ କୋର୍ଟ କୋଠା ଏବଂ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ ପାଇଁ ନୂତନ ଅତିଥି ଗୃହ ଉଦ୍‌ଘାଟିତ ହୋଇଥିଲା। ଏହି…

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri