ସୀମା ଅଞ୍ଚଳରୁ ଭିଟାମାଟି ଛାଡ଼ିଲେ ୧୦ ଲକ୍ଷ ଲୋକ, ଶରଣାର୍ଥୀ ସମସ୍ୟା ବଢ଼ିଲା…

କ୍ୱିଭ୍‌, ୨୦।୨ : ପୂର୍ବ ୟୁକ୍ରେନରେ ଲଗାତାର ବୋମା ବିସ୍ଫୋରଣ ପରେ ଲୋକମାନେ ସେଠାରୁ ପଳାଇବା ଆରମ୍ଭ କରି ଦେଇଛନ୍ତି। ଲୋକମାନେ ବସ ଏବଂ ଟ୍ରେନ ଯୋଗେ ପୋଲାଣ୍ଡ ସୀମା ଆଡକୁ ଯିବା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ସୀମା ଅଞ୍ଚଳରୁ ୧୦ ଲକ୍ଷରୁ ଅଧିକ ଲୋକ ସୁରକ୍ଷିତ ଅଞ୍ଚଳକୁ ଯିବା ଆରମ୍ଭ କରିଛନ୍ତି। ରୁଷିଆକୁ ସମର୍ଥନ କରୁଥିବା ବିଦ୍ରୋହୀଙ୍କ ଆକ୍ରମଣକୁ ଦୃଷ୍ଟିରେ ରଖି ଏଠାରେ ବାସ କରୁଥିବା ପ୍ରାୟ ୩ ଲକ୍ଷ ଲୋକେ ଘର ଛାଡ଼ିଛନ୍ତି।

ସେହିପରି ରୁଷିଆର ଅଧିକୃତ ଅଞ୍ଚଳରେ ବାସ କରୁଥିବା ପ୍ରାୟ ୭ ଲକ୍ଷ ଲୋକ ମଧ୍ୟ ନିଜ ଘର ଛାଡି ସୁରକ୍ଷିତ ସ୍ଥାନ ମୁହାଁ ହୋଇଛନ୍ତି। ଫଳରେ ଶରଣାର୍ଥୀ ସମସ୍ୟା ବଢ଼ିବାରେ ଲାଗିଛି।

ଘର ଛାଡ଼ିଥିବା ଲୋକଙ୍କୁ ଆଶ୍ରୟ ଦେବା ପାଇଁ ରୁଷିଆ ନିଜର ସୀମା ଖୋଲିଛି। ଲୋକମାନେ ଯୁଦ୍ଧ ଆରମ୍ଭ ହେବା ଆଶଙ୍କା କରି ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି। ଅବସ୍ଥା ବିଗିଡିବା ପାଇଁ ସ୍ଥାନାନ୍ତରିତ ଲୋକମାନେ ୟୁକ୍ରେନ୍‌କୁ ଦାୟୀ କରୁଛନ୍ତି। ଯଦି ୟୁକ୍ରେନ ବୁଝାମଣା କରିଥାନ୍ତା, ତେବେ ଏଭଳି ପରିସ୍ଥିତି ସୃଷ୍ଟି ହୋଇ ନଥାନ୍ତା।
ରୁଷିଆ ଏହାର ସୀମାରେଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛି।

ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ୪୦୦ ସୈନିକ ଏବଂ ୧୫୦ଯାନ ନିୟୋଜିତ କରିଛି। ରୁଷିଆର ଜରୁରୀକାଳୀନ ବିଭାଗ କହିଛି ଯେ ପ୍ରବାସୀମାନଙ୍କୁ ଫେରାଇ ଆଣିବା ପାଇଁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ବିଦ୍ରୋହୀମାନେ ଇତିମଧ୍ୟରେ ୟୁକ୍ରେନର ପ୍ରାୟ ୨୪ଟି ସାମରିକ ବେସ ଉପରେ ଆକ୍ରମଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri